କରୋନାରେ ସଂକ୍ରମିତ ହେବା ପରେ ଏମ୍ସରେ ଭର୍ତ୍ତି ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ

The Sakala Picture
Published On

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ପରେ ମନମୋହନ ସିଂହଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। Former PM Manmohan Singh tests positive for COVID19, admitted to AIIMS Trauma Centre in Delhi: AIIMS Official (file photo) pic.twitter.com/zZtbd6POWd — ANI (@ANI) April 19, 2021 ମନମୋହନଙ୍କ କୋଭିଡ୍ ରିପୋର୍ଟ ପିଜିଟିଭ୍ ଆସିବା ପରେ ତାଙ୍କୁ ଦିଲ୍ଲୀ ଏମ୍ସର ଟ୍ରମା […]

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ପରେ ମନମୋହନ ସିଂହଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ଉତ୍ତର କୋରିଆର ‘ଡେଡ୍‌ ହ୍ୟାଣ୍ଡ’ ନୀତି: କିମ୍‌ ଜୋଙ୍ଗ୍‌-ଉନ୍‌ଙ୍କ ହତ୍ୟା ହେଲେ ସ୍ୱୟଂକ୍ରିୟ ପରମାଣୁ ଆକ୍ରମଣ

ମନମୋହନଙ୍କ କୋଭିଡ୍ ରିପୋର୍ଟ ପିଜିଟିଭ୍ ଆସିବା ପରେ ତାଙ୍କୁ ଦିଲ୍ଲୀ ଏମ୍ସର ଟ୍ରମା ସେଣ୍ଟରରେ ଭର୍ତ୍ତି କରାଯାଇଛି ।ହସ୍ପିଟାଲରେ ଭର୍ତ୍ତି ହେବା ପରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା କିପରି ଅଛି ସେନେଇ ଯାଂଚ ଚାଲିଛି। ଗତ କିଛି ଦିନ ହେଲା ଦିଲ୍ଲୀରେ ସଂକ୍ରମଣ ବଢିବାରେ ଲାଗିଛି। ଏହାରି ଭିତରେ ଦିଲ୍ଲୀରେ ରହୁଥିବା ଅନେକ ଭିଭିଆଇପି ନେତା ଓ ମନ୍ତ୍ରୀ ମଧ୍ୟ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇସାରିଲେଣି ।

19 Apr 2021 By The Sakala

କରୋନାରେ ସଂକ୍ରମିତ ହେବା ପରେ ଏମ୍ସରେ ଭର୍ତ୍ତି ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ପରେ ମନମୋହନ ସିଂହଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି।

ମନମୋହନଙ୍କ କୋଭିଡ୍ ରିପୋର୍ଟ ପିଜିଟିଭ୍ ଆସିବା ପରେ ତାଙ୍କୁ ଦିଲ୍ଲୀ ଏମ୍ସର ଟ୍ରମା ସେଣ୍ଟରରେ ଭର୍ତ୍ତି କରାଯାଇଛି ।ହସ୍ପିଟାଲରେ ଭର୍ତ୍ତି ହେବା ପରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା କିପରି ଅଛି ସେନେଇ ଯାଂଚ ଚାଲିଛି। ଗତ କିଛି ଦିନ ହେଲା ଦିଲ୍ଲୀରେ ସଂକ୍ରମଣ ବଢିବାରେ ଲାଗିଛି। ଏହାରି ଭିତରେ ଦିଲ୍ଲୀରେ ରହୁଥିବା ଅନେକ ଭିଭିଆଇପି ନେତା ଓ ମନ୍ତ୍ରୀ ମଧ୍ୟ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇସାରିଲେଣି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର