ମନୋରଞ୍ଜନ
ବିଜେପିରେ ଯୋଗଦେଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ
ନୂଆଦିଲ୍ଲୀ: ବିଜେପିରେ ଯୋଗଦେଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ। ବିଜେପି ମୁଖ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ଅମରିନ୍ଦର ସିଂହ। କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ବିଜେପି ନେତା ସୁନୀଲ ଜାଖର ଏବଂ ବିଜେପି ପଞ୍ଜାବ ସଭାପତି ଅଶ୍ବନୀ ଶର୍ମାଙ୍କ ଉପସ୍ଥିତିରେ କ୍ୟାପ୍ଟେନ ଅମରିନ୍ଦର ସିଂହ ବିଜେପିରେ ଯୋଗ ଦେଇଛନ୍ତି। ସୂଚନା ଅନୁଯାୟୀ, ଲଣ୍ଡନରୁ ଚିକିତ୍ସିତ ହୋଇ ଫେରିବା ପରେ କ୍ୟାପ୍ଟେନ ଅମରିନ୍ଦର ସିଂହ ପ୍ରଧାନମନ୍ତ୍ରୀ ମୋଦୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀ […]
ନୂଆଦିଲ୍ଲୀ: ବିଜେପିରେ ଯୋଗଦେଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ। ବିଜେପି ମୁଖ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ଅମରିନ୍ଦର ସିଂହ। କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ବିଜେପି ନେତା ସୁନୀଲ ଜାଖର ଏବଂ ବିଜେପି ପଞ୍ଜାବ ସଭାପତି ଅଶ୍ବନୀ ଶର୍ମାଙ୍କ ଉପସ୍ଥିତିରେ କ୍ୟାପ୍ଟେନ ଅମରିନ୍ଦର ସିଂହ ବିଜେପିରେ ଯୋଗ ଦେଇଛନ୍ତି।
ସୂଚନା ଅନୁଯାୟୀ, ଲଣ୍ଡନରୁ ଚିକିତ୍ସିତ ହୋଇ ଫେରିବା ପରେ କ୍ୟାପ୍ଟେନ ଅମରିନ୍ଦର ସିଂହ ପ୍ରଧାନମନ୍ତ୍ରୀ ମୋଦୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ । ଗତ ସେପ୍ଟେମ୍ୱର ୧୨ରେ ଶାହଙ୍କ ସହ ବୈଠକ କରି ରାଜ୍ୟର ସୁରକ୍ଷା ଏବଂ ବିକାଶ ସହ ଜଡିତ ବିଭିନ୍ନ ପ୍ରସଙ୍ଗ ଉପରେ ସାର୍ଥକ ଆଲୋଚନା ହୋଇଥିବା ପ୍ୟାପ୍ଟେନ ଅମରିନ୍ଦର ସିଂହ କହିଥିଲେ। ଏହା ପରେ କ୍ୟାପଟେନ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ପଞ୍ଜାବର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବା ପରେ ରାଜ୍ୟ ତଥା ଦେଶର ସୁରକ୍ଷା ପାଇଁ ମିଳିତ ଭାବେ କାର୍ଯ୍ଯ କରିବାକୁ ସେ ସ୍ଥିର କରିଛନ୍ତି।