ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅକାଳୀ ଦଳର ପ୍ରତିଷ୍ଠାତା ପ୍ରକାଶ ସିଂହ ବାଦଲଙ୍କ ପରଲୋକ

The Sakala Picture
Published On

ଚଣ୍ଡିଗଡ : ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅକାଳୀ ଦଳର ପ୍ରତିଷ୍ଠାତା ପ୍ରକାଶ ସିଂହ ବାଦଲଙ୍କର ପରଲୋକ ହୋଇଯାଇଛି। ମଙ୍ଗଳବାର ଦିନ ମୋହାଲିର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ରବିବାର ଅସୁସ୍ଥତା କାରଣରୁ ତାଙ୍କୁ ମୋହାଲିର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ପ୍ରକାଶ ସିଂହ ବାଦଲ ବୟସ ଜନିତ ରୋଗ ଓ ଶ୍ବାସକ୍ରିୟା ଜନିତ […]

ଚଣ୍ଡିଗଡ : ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅକାଳୀ ଦଳର ପ୍ରତିଷ୍ଠାତା ପ୍ରକାଶ ସିଂହ ବାଦଲଙ୍କର ପରଲୋକ ହୋଇଯାଇଛି। ମଙ୍ଗଳବାର ଦିନ ମୋହାଲିର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ରବିବାର ଅସୁସ୍ଥତା କାରଣରୁ ତାଙ୍କୁ ମୋହାଲିର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।

ଆହୁରି ପଢ଼ନ୍ତୁ: ପାକିସ୍ତାନ ଅଧିକୃତ କାଶ୍ମୀର (PoJK) କାହିଁକି ସାଜିଛି ରାୱଲପିଣ୍ଡି ପାଇଁ ମୁଣ୍ଡବିନ୍ଧା?

ପ୍ରକାଶ ସିଂହ ବାଦଲ ବୟସ ଜନିତ ରୋଗ ଓ ଶ୍ବାସକ୍ରିୟା ଜନିତ ରୋଗରେ ପୀଡ଼ିତ ଥିଲେ। ରବିବାର ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ସେ ଆଇସିୟୁରେ ରହିଥିଲେ। ଡାକ୍ତରମାନେ ତାଙ୍କୁ ବଞ୍ଚାଇବା ପାଇଁ ବହୁତ ଚେଷ୍ଟା କରିଥିଲେ ହେଁ ଆଜି ସନ୍ଧ୍ୟା ୮.୨୮ରେ ତାଙ୍କର ପରଲୋକ ହୋଇଯାଇଛି।

ଆହୁରି ପଢ଼ନ୍ତୁ: ଜାପାନରେ ସାଇବର ଆକ୍ରମଣ: ChatGPT ବ୍ୟବହାର କରି ୪୬ ହଜାରରୁ ଅଧିକ ଆକାଉଣ୍ଟ ଡିଲିଟ୍ କଲା ୧୫ ବର୍ଷର ଛାତ୍ର

ପଞ୍ଜାବର ୫ ଥର ମୁଖ୍ୟମନ୍ତ୍ରୀ ଥିଲେ ପ୍ରକାଶ ସିଂହ ବାଦଲ । ଶିରୋମଣି ଅକାଳୀ ଦଳ ( ବାଦଲ)ର ବରିଷ୍ଠ ନେତା ଥିଲେ ପ୍ରକାଶ ସିଂହ ବାଦଲ। ପ୍ରକାଶ ସିଂହ ବାଦଲଙ୍କ ଅନ୍ତିମ ସଂସ୍କାର ଜନ୍ମ ମାଟି ଭାଠିଣ୍ତାରେ ଅନୁଷ୍ଠିତ ହେବ। ଆସନ୍ତାକାଲି ତାଙ୍କର ଅନ୍ତ୍ୟେଷ୍ଟି କରାଯିବ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଋଷର ତୈଳ ଡିପୋ ଓ ଟ୍ୟାଙ୍କର ଉପରେ ୟୁକ୍ରେନର ଭୟଙ୍କର ଡ୍ରୋନ୍ ଆକ୍ରମଣ: ହୁତୁହୁତୁ ହୋଇ ଜଳୁଛି ୨ଟି ତୈଳ ଟ୍ୟାଙ୍କର

25 Apr 2023 By The Sakala

ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅକାଳୀ ଦଳର ପ୍ରତିଷ୍ଠାତା ପ୍ରକାଶ ସିଂହ ବାଦଲଙ୍କ ପରଲୋକ

ଚଣ୍ଡିଗଡ : ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅକାଳୀ ଦଳର ପ୍ରତିଷ୍ଠାତା ପ୍ରକାଶ ସିଂହ ବାଦଲଙ୍କର ପରଲୋକ ହୋଇଯାଇଛି। ମଙ୍ଗଳବାର ଦିନ ମୋହାଲିର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ରବିବାର ଅସୁସ୍ଥତା କାରଣରୁ ତାଙ୍କୁ ମୋହାଲିର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।

ପ୍ରକାଶ ସିଂହ ବାଦଲ ବୟସ ଜନିତ ରୋଗ ଓ ଶ୍ବାସକ୍ରିୟା ଜନିତ ରୋଗରେ ପୀଡ଼ିତ ଥିଲେ। ରବିବାର ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ସେ ଆଇସିୟୁରେ ରହିଥିଲେ। ଡାକ୍ତରମାନେ ତାଙ୍କୁ ବଞ୍ଚାଇବା ପାଇଁ ବହୁତ ଚେଷ୍ଟା କରିଥିଲେ ହେଁ ଆଜି ସନ୍ଧ୍ୟା ୮.୨୮ରେ ତାଙ୍କର ପରଲୋକ ହୋଇଯାଇଛି।

ପଞ୍ଜାବର ୫ ଥର ମୁଖ୍ୟମନ୍ତ୍ରୀ ଥିଲେ ପ୍ରକାଶ ସିଂହ ବାଦଲ । ଶିରୋମଣି ଅକାଳୀ ଦଳ ( ବାଦଲ)ର ବରିଷ୍ଠ ନେତା ଥିଲେ ପ୍ରକାଶ ସିଂହ ବାଦଲ। ପ୍ରକାଶ ସିଂହ ବାଦଲଙ୍କ ଅନ୍ତିମ ସଂସ୍କାର ଜନ୍ମ ମାଟି ଭାଠିଣ୍ତାରେ ଅନୁଷ୍ଠିତ ହେବ। ଆସନ୍ତାକାଲି ତାଙ୍କର ଅନ୍ତ୍ୟେଷ୍ଟି କରାଯିବ ବୋଲି ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର