ମେ ୧ରୁ ସବୁ ନାଗରିକଙ୍କୁ ମିଳିବ ଟିକା
ନୂଆଦିଲ୍ଲୀ : ଟିକା ନେଇ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ମେ ୧ରୁ ସାରା ଦେଶରେ ଟିକା ନେଇପାରିବେ ସବୁ ନାଗରିକ। ମେ ୧ରୁ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ଟିକା ମିଳିବ। ତୃତୀୟ ପର୍ଯ୍ୟାୟ ଟିକାକରଣ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟମାନେ କିଣିପାରିବେ କରୋନା ଟିକା। ଉତ୍ପାଦକମାନେ କେନ୍ଦ୍ରକୁ ୫୦ ପ୍ରତିଶତ ଟିକା ଯୋଗାଇବେ। ବାକି ୫୦ ପ୍ରତିଶତ ଟିକା ରାଜ୍ୟମାନଙ୍କୁ ଉତ୍ପାଦକ ଦେଇପାରିବେ। Govt of India announces […]
ନୂଆଦିଲ୍ଲୀ : ଟିକା ନେଇ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ମେ ୧ରୁ ସାରା ଦେଶରେ ଟିକା ନେଇପାରିବେ ସବୁ ନାଗରିକ। ମେ ୧ରୁ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ଟିକା ମିଳିବ। ତୃତୀୟ ପର୍ଯ୍ୟାୟ ଟିକାକରଣ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟମାନେ କିଣିପାରିବେ କରୋନା ଟିକା। ଉତ୍ପାଦକମାନେ କେନ୍ଦ୍ରକୁ ୫୦ ପ୍ରତିଶତ ଟିକା ଯୋଗାଇବେ। ବାକି ୫୦ ପ୍ରତିଶତ ଟିକା ରାଜ୍ୟମାନଙ୍କୁ ଉତ୍ପାଦକ ଦେଇପାରିବେ।
Govt of India announces liberalised & accelerated Phase 3 strategy of COVID-19 vaccination from May 1; everyone above the age of 18 to be eligible to get vaccine pic.twitter.com/7G3WbgTDy8
ଆହୁରି ପଢ଼ନ୍ତୁ: ଇରାନରେ ଖସିପଡିଥିବା ଆମେରିକୀୟ F-15 ଯୁଦ୍ଧବିମାନର ପାଇଲଟଙ୍କୁ ଖୋଜିବା ପାଇଁ CIA ଆପଣାଇଥିଲା ଏମିତି ରଣନୀତି...— ANI (@ANI) April 19, 2021
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ କୋଭିଡ-୧୯ ଟିକାକରଣର ୩ୟ ପର୍ୟ୍ୟାୟକୁ ମଂଜୁରୀ ଦିଆଯାଇଛି । ଏହି ପର୍ୟ୍ୟାୟରେ କରୋନା ଟିକାର ମୂଲ୍ୟ ନିର୍ଦ୍ଧାରଣ, କ୍ରୟ, ବୟସସୀମା ଆଦିକୁ କୋହଳ କରାଯାଇଛି ।
ଅନ୍ୟପକ୍ଷରେ ଟିକା କମ୍ପାନିମାନେ ଯେପରି ଟିକା ଉତ୍ପାଦନ ବଢାଇପାରିବେ ସେଥିପାଇଁ ସରକାର ସେମାନଙ୍କୁ ପ୍ରେତ୍ସାହନ ଦେବେ । ସେହିପରି କମ୍ପାନିମାନେ ନିଜର ଉତ୍ପାଦନର ୫୦ ପ୍ରତିଶତ ସିଧାସଳଖ ରାଜ୍ୟମାନଙ୍କୁ ଓ ଖୋଲାବଜାରରେ ବିକ୍ରି କରିପାରିବେ । ସେହିପରି ରାଜ୍ୟ ସରକାରମାନେ ସିଧାସଳଖ କମ୍ପାନିମାନଙ୍କଠାରୁ ଟିକା କିଣିପାରିବେ ଓ ୧୮ ବର୍ଷରୁ ଅଧିକ ବୟସର ସମସ୍ତଙ୍କୁ ଟିକା ଦେବାପାଇଁ ନିଷ୍ପତ୍ତି ନେଇପାରିବେ । ଅନ୍ୟପକ୍ଷରେ ଅଗ୍ରାଧିକାର ବର୍ଗର ଲୋକମାନଙ୍କୁ ପୂର୍ବପରି ମାଗଣାରେ ଟିକା ଦିଆଯିବ ।
ମେ ୧ରୁ ସବୁ ନାଗରିକଙ୍କୁ ମିଳିବ ଟିକା
ନୂଆଦିଲ୍ଲୀ : ଟିକା ନେଇ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ମେ ୧ରୁ ସାରା ଦେଶରେ ଟିକା ନେଇପାରିବେ ସବୁ ନାଗରିକ। ମେ ୧ରୁ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ଟିକା ମିଳିବ। ତୃତୀୟ ପର୍ଯ୍ୟାୟ ଟିକାକରଣ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟମାନେ କିଣିପାରିବେ କରୋନା ଟିକା। ଉତ୍ପାଦକମାନେ କେନ୍ଦ୍ରକୁ ୫୦ ପ୍ରତିଶତ ଟିକା ଯୋଗାଇବେ। ବାକି ୫୦ ପ୍ରତିଶତ ଟିକା ରାଜ୍ୟମାନଙ୍କୁ ଉତ୍ପାଦକ ଦେଇପାରିବେ।
Govt of India announces liberalised & accelerated Phase 3 strategy of COVID-19 vaccination from May 1; everyone above the age of 18 to be eligible to get vaccine pic.twitter.com/7G3WbgTDy8
— ANI (@ANI) April 19, 2021