ଘୋଷଣା ହେବ ଗଗନଯାନ ମିଶନ ପାଇଁ ତାଲିମ ନେଉଥିବା ୪ ପାଇଲଟଙ୍କ ନାମ

The Sakala Picture
Published On

ନୂଆଦିଲ୍ଳୀ: ଆଜି ଇସ୍ରୋର ବହୁ ପ୍ରତୀକ୍ଷିତ ଗଗନଯାନ ମିଶନ ପାଇଁ ତାଲିମ ନେଉଥିବା ୪ ପାଇଲଟଙ୍କ ନାମ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କେରଳର ବିକ୍ରମ ସାରାଭାଇ ସ୍ପେଶ ସେଂଟର ପରିଦର୍ଶନ କରିବା ସହ ଗଗନଯାନ ମିଶନ ପ୍ରସ୍ତୁତିର ମଧ୍ୟ ସମୀକ୍ଷା କରିବେ ପିଏମ ମୋଦୀ । ଏଥି ସହିତ ଇସ୍ରୋର ୩ଟି ନୂଆ ପ୍ରକଳ୍ପକୁ ମଧ୍ୟ ଉଦଘାଟନ କରାଯିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି।ଏହି ୪ଜଣ ପାଇଲଟ ରୁଷରୁ ସ୍ୱତନ୍ତ୍ର ତାଲିମ ନେଇ ଫେରିଥିବା […]

ନୂଆଦିଲ୍ଳୀ: ଆଜି ଇସ୍ରୋର ବହୁ ପ୍ରତୀକ୍ଷିତ ଗଗନଯାନ ମିଶନ ପାଇଁ ତାଲିମ ନେଉଥିବା ୪ ପାଇଲଟଙ୍କ ନାମ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କେରଳର ବିକ୍ରମ ସାରାଭାଇ ସ୍ପେଶ ସେଂଟର ପରିଦର୍ଶନ କରିବା ସହ ଗଗନଯାନ ମିଶନ ପ୍ରସ୍ତୁତିର ମଧ୍ୟ ସମୀକ୍ଷା କରିବେ ପିଏମ ମୋଦୀ । ଏଥି ସହିତ ଇସ୍ରୋର ୩ଟି ନୂଆ ପ୍ରକଳ୍ପକୁ ମଧ୍ୟ ଉଦଘାଟନ କରାଯିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି।ଏହି ୪ଜଣ ପାଇଲଟ ରୁଷରୁ ସ୍ୱତନ୍ତ୍ର ତାଲିମ ନେଇ ଫେରିଥିବା ବେଳେ ଗଗନଯାନ ମିଶନରେ ନିୟୋଜିତ ରହିଛନ୍ତି ।

ଆହୁରି ପଢ଼ନ୍ତୁ: "ମୋ ପାଖରେ ଅଲୌକିକ ଶକ୍ତି ଅଛି...": ନାସିକରେ 'ଭଣ୍ଡ ବାବା' ମହେଶଗିରିର କଳାକାରନାମା, ଯୁବତୀଙ୍କୁ ଦୁଷ୍କର୍ମ ପରେ କରୁଥିଲା ବ୍ଲାକମେଲ୍

27 Feb 2024 By The Sakala

ଘୋଷଣା ହେବ ଗଗନଯାନ ମିଶନ ପାଇଁ ତାଲିମ ନେଉଥିବା ୪ ପାଇଲଟଙ୍କ ନାମ

ନୂଆଦିଲ୍ଳୀ: ଆଜି ଇସ୍ରୋର ବହୁ ପ୍ରତୀକ୍ଷିତ ଗଗନଯାନ ମିଶନ ପାଇଁ ତାଲିମ ନେଉଥିବା ୪ ପାଇଲଟଙ୍କ ନାମ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କେରଳର ବିକ୍ରମ ସାରାଭାଇ ସ୍ପେଶ ସେଂଟର ପରିଦର୍ଶନ କରିବା ସହ ଗଗନଯାନ ମିଶନ ପ୍ରସ୍ତୁତିର ମଧ୍ୟ ସମୀକ୍ଷା କରିବେ ପିଏମ ମୋଦୀ । ଏଥି ସହିତ ଇସ୍ରୋର ୩ଟି ନୂଆ ପ୍ରକଳ୍ପକୁ ମଧ୍ୟ ଉଦଘାଟନ କରାଯିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି।ଏହି ୪ଜଣ ପାଇଲଟ ରୁଷରୁ ସ୍ୱତନ୍ତ୍ର ତାଲିମ ନେଇ ଫେରିଥିବା ବେଳେ ଗଗନଯାନ ମିଶନରେ ନିୟୋଜିତ ରହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର