ଗୋଆରେ ପୁଣି ବଢିଲା ଲକଡାଉନ ଅବଧି

The Sakala Picture
Published On

ପାଣାଜୀ: ଗୋଆରେ ପୁଣି କରୋନା କଟକଣାକୁ ବୃଦ୍ଧି କରାଯାଇଛି।  କରୋନା କର୍ଫ୍ୟୁକୁ ଜୁନ୍ ୨୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ଗୋଆ ସରକାର। ରାଜ୍ୟରେ ପଜିଟିଭିଟି ହାର ୧୪ ପ୍ରତିଶତ ରହିଛି। ଏହି କଟକଣା ମଧ୍ୟରେ ଜରୁରୀକାଳୀନ ସେବାକୁ ଅନୁମତି ଦିଆଯାଇଛି। ଏହି ଅବଧି ମଧ୍ୟରେ ବାର୍, ରେଷ୍ଟୁରାଣ୍ଟ, ଦୋକାନ, ନଦୀ କ୍ରୁଜ୍, ବିଦ୍ୟାଳୟ, କଲେଜ, ଶିକ୍ଷାନୁଷ୍ଠାନ ଇତ୍ୟାଦି ବନ୍ଦ ରହିବ ଏବଂ ସାମାଜିକ, କ୍ରୀଡା, ସାଂସ୍କୃତିକ ଏବଂ ଆନୁଷ୍ଠାନିକ କାର୍ଯ୍ୟ ମଧ୍ୟ ନିଷେଧ ହେବ। ବିବାହ କାର୍ଯ୍ୟରେ […]

ପାଣାଜୀ: ଗୋଆରେ ପୁଣି କରୋନା କଟକଣାକୁ ବୃଦ୍ଧି କରାଯାଇଛି।  କରୋନା କର୍ଫ୍ୟୁକୁ ଜୁନ୍ ୨୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ଗୋଆ ସରକାର। ରାଜ୍ୟରେ ପଜିଟିଭିଟି ହାର ୧୪ ପ୍ରତିଶତ ରହିଛି। ଏହି କଟକଣା ମଧ୍ୟରେ ଜରୁରୀକାଳୀନ ସେବାକୁ ଅନୁମତି ଦିଆଯାଇଛି। ଏହି ଅବଧି ମଧ୍ୟରେ ବାର୍, ରେଷ୍ଟୁରାଣ୍ଟ, ଦୋକାନ, ନଦୀ କ୍ରୁଜ୍, ବିଦ୍ୟାଳୟ, କଲେଜ, ଶିକ୍ଷାନୁଷ୍ଠାନ ଇତ୍ୟାଦି ବନ୍ଦ ରହିବ ଏବଂ ସାମାଜିକ, କ୍ରୀଡା, ସାଂସ୍କୃତିକ ଏବଂ ଆନୁଷ୍ଠାନିକ କାର୍ଯ୍ୟ ମଧ୍ୟ ନିଷେଧ ହେବ।

ଆହୁରି ପଢ଼ନ୍ତୁ: ନେପାଳ ବନ୍ୟା ବିଭୀଷିକା: ସୁଡ଼ଙ୍ଗରେ ଫସିଛନ୍ତି ଶତାଧିକ ଶ୍ରମିକ, ଜୀବନ ବଞ୍ଚାଇବାକୁ ଚାଲିଛି ଆପ୍ରାଣ ଚେଷ୍ଟା

ବିବାହ କାର୍ଯ୍ୟରେ ୫୦ ଜଣଙ୍କୁ ଉପସ୍ଥିତ ରହିବା ପାଇଁ ଅନୁମତି ରହିଛି।

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର