କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର : ଜୁଲାଇରୁ ମିଳିବ ମହଙ୍ଗା ଭତ୍ତା

The Sakala Picture
Published On

ନୂଆଦିଲ୍ଲୀ : କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍‌ସନ୍‌ଧାରୀଙ୍କ ପାଇଁ କେନ୍ଦ୍ର ସରକାର ଖୁସି ଖବର ଆଣି ଦେଇଛନ୍ତି। ଆସନ୍ତା ଜୁଲାଇ ମାସଠାରୁ ଏହି କର୍ମଚାରୀମାନଙ୍କୁ ମହଙ୍ଗା ଭତ୍ତା ଦେବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏଥିସହିତ ଖୁବଶୀଘ୍ର ବକେୟା ଭତ୍ତା ଦେବାକୁ ମଧ୍ୟ କେନ୍ଦ୍ର ସରକାର କହିଛନ୍ତି। କେନ୍ଦ୍ର ଅର୍ଥରାଷ୍ଟ୍ର ମନ୍ତ୍ରୀ ଅନୁରାଗ ଠାକୁର ଏ ସମ୍ପର୍କରେ ସଂସଦରେ ସୂଚନା ଦେଇଛନ୍ତି । ପୂର୍ବରୁ କରୋନା କାରଣରୁ ମହଙ୍ଗା ଭତ୍ତାର ତିନୋଟି ପର୍ଯ୍ୟାୟ ଦେୟ ଉପରେ ରୋକ ଲଗାଯାଇଥିଲା। […]

ନୂଆଦିଲ୍ଲୀ : କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍‌ସନ୍‌ଧାରୀଙ୍କ ପାଇଁ କେନ୍ଦ୍ର ସରକାର ଖୁସି ଖବର ଆଣି ଦେଇଛନ୍ତି। ଆସନ୍ତା ଜୁଲାଇ ମାସଠାରୁ ଏହି କର୍ମଚାରୀମାନଙ୍କୁ ମହଙ୍ଗା ଭତ୍ତା ଦେବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏଥିସହିତ ଖୁବଶୀଘ୍ର ବକେୟା ଭତ୍ତା ଦେବାକୁ ମଧ୍ୟ କେନ୍ଦ୍ର ସରକାର କହିଛନ୍ତି। କେନ୍ଦ୍ର ଅର୍ଥରାଷ୍ଟ୍ର ମନ୍ତ୍ରୀ ଅନୁରାଗ ଠାକୁର ଏ ସମ୍ପର୍କରେ ସଂସଦରେ ସୂଚନା ଦେଇଛନ୍ତି । ପୂର୍ବରୁ କରୋନା କାରଣରୁ ମହଙ୍ଗା ଭତ୍ତାର ତିନୋଟି ପର୍ଯ୍ୟାୟ ଦେୟ ଉପରେ ରୋକ ଲଗାଯାଇଥିଲା।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା: ୪ ମହଲାରୁ ଅଧିକ ଥିବା ସମସ୍ତ ବେଆଇନ ନିର୍ମାଣ ସିଲ୍ କରିବାକୁ ଏମସିଡିର ନିର୍ଦ୍ଦେଶ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ଏଥିରେ ୧ ଜାନୁଆରୀ ୨୦୨୦, ୧ ଜୁଲାଇ ୨୦୨୦ ଏବଂ ୧ ଜାନୁଆରୀ ୨୦୨୧ର କିସ୍ତି ସାମିଲ ରହିଥିଲା। ତେବେ ଏହି କିସ୍ତିଗୁଡିକର ଦେୟ ତୁରନ୍ତ ପଇଠ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ଠାକୁର ସୂଚନ ଦେଇଥିବା ବେଳେ ସରକାରଙ୍କ ଏହି ନିଷ୍ପତ୍ତିକୁ ନେଇ ୫୦ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷ ପେନ୍‌ସନ୍‌ଧାରୀ ଉପକୃତ ହେବେ ବୋଲି ସେ କହିଛନ୍ତି। ରାଜ୍ୟ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ରଖି ସେ କହିଛନ୍ତି ୨୦୨୧ ଜୁଲାଇ ୧ରେ ମହଙ୍ଗା ଭତ୍ତା ପଇଠ କରାଯିବା ସମୟରେ ପୂର୍ବ କିସ୍ତିକୁ ମିଶାଇ କର୍ମଚାରମାନଙ୍କୁ ଦିଆଯିବ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: ମୋବାଇଲରେ 'ରିଲ୍ସ' ଦେଖିବାକୁ କେନ୍ଦ୍ର କରି ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର