ଦେଶର ନୂଆ CDS ଲେଫ୍ଟନାଣ୍ଟ ଜେନେରାଲ ଅନୀଲ ଚୌହ୍ୱାନ

The Sakala Picture
Published On

ନୂଆଦିଲ୍ଲୀ: ଦେଶକୁ ମିଳିଲା ନୂଆ ସିଡିଏସ୍ । ଲେଫ୍ଟନାଣ୍ଟ ଜେନେରାଲ ଅନୀଲ ଚୌହ୍ୱାନ ହୋଇଛନ୍ତି ନୂଆ ସିଡିଏସ୍ । ବିପିନ ରାୱାନ୍ତଙ୍କ ଦେହାନ୍ତ ପରେ ଏହି ପଦବୀ ଖାଲିଥିଲେ। ଦୀର୍ଘ ୯ ମାସ ପାରେ ନୂଆ ସିଡିଏସ୍ ନିଯୁକ୍ତି ମିଳିଛି।  ନୂତନ ସିଡିଏସ ଅନୀଲ ଚୌହ୍ୱାନଙ୍କୁ କେନ୍ଦ୍ର ସରକାର ନିଯୁକ୍ତି ଦେଇଛନ୍ତି। ସୂଚନା ଅନୁଯାୟୀ, ୧୯୬୧ରେ ଜନ୍ମିତ ଅନୀଲ ଚୌହ୍ୱାନ ଗତବର୍ଷ ଅବସର ନେଇଥିଲେ । ସେ ଆର୍ମି ଇଷ୍ଟର୍ଣ୍ଣ କମାଣ୍ଡର କମାଣ୍ଡିଂ ଇନ୍ ଚିଫ୍ ଥିଲେ […]

ନୂଆଦିଲ୍ଲୀ: ଦେଶକୁ ମିଳିଲା ନୂଆ ସିଡିଏସ୍ । ଲେଫ୍ଟନାଣ୍ଟ ଜେନେରାଲ ଅନୀଲ ଚୌହ୍ୱାନ ହୋଇଛନ୍ତି ନୂଆ ସିଡିଏସ୍ । ବିପିନ ରାୱାନ୍ତଙ୍କ ଦେହାନ୍ତ ପରେ ଏହି ପଦବୀ ଖାଲିଥିଲେ। ଦୀର୍ଘ ୯ ମାସ ପାରେ ନୂଆ ସିଡିଏସ୍ ନିଯୁକ୍ତି ମିଳିଛି।  ନୂତନ ସିଡିଏସ ଅନୀଲ ଚୌହ୍ୱାନଙ୍କୁ କେନ୍ଦ୍ର ସରକାର ନିଯୁକ୍ତି ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପାକିସ୍ତାନ ସୀମା ନିକଟରେ ବାୟୁସେନାର ମେଗା ସମରାଭ୍ୟାସ, ସିଜ୍ ହେଲା ଆକାଶମାର୍ଗ, ଗର୍ଜିବେ ଯୁଦ୍ଧ ବିମାନ

ସୂଚନା ଅନୁଯାୟୀ, ୧୯୬୧ରେ ଜନ୍ମିତ ଅନୀଲ ଚୌହ୍ୱାନ ଗତବର୍ଷ ଅବସର ନେଇଥିଲେ । ସେ ଆର୍ମି ଇଷ୍ଟର୍ଣ୍ଣ କମାଣ୍ଡର କମାଣ୍ଡିଂ ଇନ୍ ଚିଫ୍ ଥିଲେ ।

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର