ବଢ଼ିଲା କେନ୍ଦ୍ର କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା

The Sakala Picture
Published On

ନୂଆଦିଲ୍ଲୀ: କେନ୍ଦ୍ର କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର। ସରକାର ମହଙ୍ଗା ଭତ୍ତା ବା DA ବଢ଼ାଇଛନ୍ତି। ଆଜି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ଏ ନେଇ ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ଭତ୍ତାକୁ ସରକାର ୪% ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହି ବୃଦ୍ଧି ସହିତ ସେମାନଙ୍କ ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି।  ଏହା ପୂର୍ବରୁ କେନ୍ଦ୍ର ସରକାର […]

ନୂଆଦିଲ୍ଲୀ: କେନ୍ଦ୍ର କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର। ସରକାର ମହଙ୍ଗା ଭତ୍ତା ବା DA ବଢ଼ାଇଛନ୍ତି। ଆଜି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ଏ ନେଇ ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ଭତ୍ତାକୁ ସରକାର ୪% ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହି ବୃଦ୍ଧି ସହିତ ସେମାନଙ୍କ ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି।  ଏହା ପୂର୍ବରୁ କେନ୍ଦ୍ର ସରକାର ତାଙ୍କ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଗତ ବର୍ଷ ଅକ୍ଟୋବର ମାସରେ ବଢ଼ାଇଥିଲେ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

07 Mar 2024 By The Sakala

ବଢ଼ିଲା କେନ୍ଦ୍ର କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କେନ୍ଦ୍ର କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର। ସରକାର ମହଙ୍ଗା ଭତ୍ତା ବା DA ବଢ଼ାଇଛନ୍ତି। ଆଜି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ଏ ନେଇ ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ଭତ୍ତାକୁ ସରକାର ୪% ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହି ବୃଦ୍ଧି ସହିତ ସେମାନଙ୍କ ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି।  ଏହା ପୂର୍ବରୁ କେନ୍ଦ୍ର ସରକାର ତାଙ୍କ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଗତ ବର୍ଷ ଅକ୍ଟୋବର ମାସରେ ବଢ଼ାଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର