ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡକାଇଲେ କେନ୍ଦ୍ର ସରକାର

The Sakala Picture
Published On

ନୂଆଦିଲ୍ଲୀ: ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସେପ୍ଟେମ୍ବର ୧୭ରେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ସ୍ୱତନ୍ତ୍ର ଅଧିବେଶନ ୧୮ ରୁ ୨୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ। ସ୍ୱତନ୍ତ୍ର ଅଧିବେଶନର ଏଜେଣ୍ଡା ସର୍ବଦଳୀୟ ବୈଠକରେ ଆଲୋଚନା ହେବାର ସମ୍ଭାବନା ରହିଛି। ସୂଚନା ଅନୁଯାୟୀ, ସ୍ୱତନ୍ତ୍ର ଅଧିବେଶନ ସଂସଦର ପୁରୁଣା ଭବନରେ ଆରମ୍ଭ ହେବ ଏବଂ ସେପ୍ଟେମ୍ବର ୧୯ ରେ ନୂତନ ବିଲ୍ଡିଂରେ ଚାଲିବ। ନୂତନ ସଂସଦ ଗୃହରେ ଏହା […]

ନୂଆଦିଲ୍ଲୀ: ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସେପ୍ଟେମ୍ବର ୧୭ରେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ସ୍ୱତନ୍ତ୍ର ଅଧିବେଶନ ୧୮ ରୁ ୨୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ। ସ୍ୱତନ୍ତ୍ର ଅଧିବେଶନର ଏଜେଣ୍ଡା ସର୍ବଦଳୀୟ ବୈଠକରେ ଆଲୋଚନା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: କେନ୍ଦ୍ରମନ୍ତ୍ରୀଙ୍କ ସହ CJP ର ଆଲୋଚନା: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଅଟଳ CJP, ସମୟ ମାଗିଲେ ସରକାର

ସୂଚନା ଅନୁଯାୟୀ, ସ୍ୱତନ୍ତ୍ର ଅଧିବେଶନ ସଂସଦର ପୁରୁଣା ଭବନରେ ଆରମ୍ଭ ହେବ ଏବଂ ସେପ୍ଟେମ୍ବର ୧୯ ରେ ନୂତନ ବିଲ୍ଡିଂରେ ଚାଲିବ। ନୂତନ ସଂସଦ ଗୃହରେ ଏହା ପ୍ରଥମ ଅଧିବେଶନ ହେବ। ଅନ୍ୟପଟେ ଏଜେଣ୍ଡା ମିଳିନଥିବାର କହି କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳ ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି।

ଆହୁରି ପଢ଼ନ୍ତୁ: କ୍ୟାବିନେଟରେ ପାରିତ ହେଲା ପେପର ଲିକ୍ ବିଲ୍: ମିଳିବ କଠୋର ଦଣ୍ଡ, ଆସନ୍ତା ସପ୍ତାହରେ ସଂସଦରେ ହେବ ଆଗତ

13 Sep 2023 By The Sakala

ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡକାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସେପ୍ଟେମ୍ବର ୧୭ରେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ସ୍ୱତନ୍ତ୍ର ଅଧିବେଶନ ୧୮ ରୁ ୨୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ। ସ୍ୱତନ୍ତ୍ର ଅଧିବେଶନର ଏଜେଣ୍ଡା ସର୍ବଦଳୀୟ ବୈଠକରେ ଆଲୋଚନା ହେବାର ସମ୍ଭାବନା ରହିଛି।

ସୂଚନା ଅନୁଯାୟୀ, ସ୍ୱତନ୍ତ୍ର ଅଧିବେଶନ ସଂସଦର ପୁରୁଣା ଭବନରେ ଆରମ୍ଭ ହେବ ଏବଂ ସେପ୍ଟେମ୍ବର ୧୯ ରେ ନୂତନ ବିଲ୍ଡିଂରେ ଚାଲିବ। ନୂତନ ସଂସଦ ଗୃହରେ ଏହା ପ୍ରଥମ ଅଧିବେଶନ ହେବ। ଅନ୍ୟପଟେ ଏଜେଣ୍ଡା ମିଳିନଥିବାର କହି କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳ ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର