ଗୁଜୁରାଟ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଜାରି, ୭୮୮ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର

The Sakala Picture
Published On

ଗାନ୍ଧୀନଗର: ଗୁଜୁରାଟ ବିଧାନସଭାର ଆଜି ପ୍ରଥମ ପର୍ଯ୍ୟାୟ ମତଦାନ । ୧୯ ଜିଲ୍ଲାର ୮୯ ଆସନ ପାଇଁ ସକାଳ ୮ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ସଂଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ଏହି ମତଦାନ ପ୍ରକ୍ରିୟା । ଏହି ପର୍ଯ୍ୟାୟରେ ୭୮୮ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଥିବା ବେଳେ ୨ କୋଟି ୩୯ ଲକ୍ଷରୁ ଅଧିକ ଭୋଟର ଭୋଟ ଦେଇ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି । ୧୯ ଜିଲ୍ଲାରେ ଭୋଟ ଗ୍ରହଣ ପାଇଁ ୨୫ […]

ଗାନ୍ଧୀନଗର: ଗୁଜୁରାଟ ବିଧାନସଭାର ଆଜି ପ୍ରଥମ ପର୍ଯ୍ୟାୟ ମତଦାନ । ୧୯ ଜିଲ୍ଲାର ୮୯ ଆସନ ପାଇଁ ସକାଳ ୮ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ସଂଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ଏହି ମତଦାନ ପ୍ରକ୍ରିୟା । ଏହି ପର୍ଯ୍ୟାୟରେ ୭୮୮ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଥିବା ବେଳେ ୨ କୋଟି ୩୯ ଲକ୍ଷରୁ ଅଧିକ ଭୋଟର ଭୋଟ ଦେଇ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି । ୧୯ ଜିଲ୍ଲାରେ ଭୋଟ ଗ୍ରହଣ ପାଇଁ ୨୫ ହଜାର ୪୪୩ ମତଦାନ କେନ୍ଦ୍ର କରାଯାଇଛି । ଶାନ୍ତି ଶୃଙ୍ଖଳାର ସହ ମତଦାନ ସାରିବାକୁ କଡା ସୁରକ୍ଷାର ବନ୍ଦୋବସ୍ତ କରାଯାଇଛି । ୨୦୧୭ ସାଧାରଣ ନିର୍ବାଚନରେ ଏହି ୮୯ଟି ସିଟରେ ବିଜେପି ୪୮ ଟି ଜିତିଥିବା ବେଳେ କଂଗ୍ରେସ ୪୦ଟି ଆସନ ଅକ୍ତିଆର କରିଥିଲା ଏବଂ ଗୋଟିଏ ସିଟ ସ୍ବାଧୀନ ପ୍ରାର୍ଥୀଙ୍କ ନିକଟକୁ ଯାଇଥିଲା ।

ଆହୁରି ପଢ଼ନ୍ତୁ: ଶତ୍ରୁ ଶିବିରରେ ହାହାକାର ସୃଷ୍ଟି କରିବ ‘ପ୍ରୋଜେକ୍ଟ କାଲ୍’: ଭାରତ ପ୍ରସ୍ତୁତ କରୁଛି ୧୦୦୦ କିମି ରେଞ୍ଜର ଘାତକ ଡ୍ରୋନ୍

01 Dec 2022 By The Sakala

ଗୁଜୁରାଟ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଜାରି, ୭୮୮ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର

ଗାନ୍ଧୀନଗର: ଗୁଜୁରାଟ ବିଧାନସଭାର ଆଜି ପ୍ରଥମ ପର୍ଯ୍ୟାୟ ମତଦାନ । ୧୯ ଜିଲ୍ଲାର ୮୯ ଆସନ ପାଇଁ ସକାଳ ୮ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ସଂଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ଏହି ମତଦାନ ପ୍ରକ୍ରିୟା । ଏହି ପର୍ଯ୍ୟାୟରେ ୭୮୮ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଥିବା ବେଳେ ୨ କୋଟି ୩୯ ଲକ୍ଷରୁ ଅଧିକ ଭୋଟର ଭୋଟ ଦେଇ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି । ୧୯ ଜିଲ୍ଲାରେ ଭୋଟ ଗ୍ରହଣ ପାଇଁ ୨୫ ହଜାର ୪୪୩ ମତଦାନ କେନ୍ଦ୍ର କରାଯାଇଛି । ଶାନ୍ତି ଶୃଙ୍ଖଳାର ସହ ମତଦାନ ସାରିବାକୁ କଡା ସୁରକ୍ଷାର ବନ୍ଦୋବସ୍ତ କରାଯାଇଛି । ୨୦୧୭ ସାଧାରଣ ନିର୍ବାଚନରେ ଏହି ୮୯ଟି ସିଟରେ ବିଜେପି ୪୮ ଟି ଜିତିଥିବା ବେଳେ କଂଗ୍ରେସ ୪୦ଟି ଆସନ ଅକ୍ତିଆର କରିଥିଲା ଏବଂ ଗୋଟିଏ ସିଟ ସ୍ବାଧୀନ ପ୍ରାର୍ଥୀଙ୍କ ନିକଟକୁ ଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର