ତୀର୍ଥଯାତ୍ରୀଙ୍କ ଉପରେ ମାଡ଼ିଗଲା କାର୍‌, ୬ ମୃତ

The Sakala Picture
Published On

ଗୁଜୁରାଟ: ଶୁକ୍ରବାର ସକାଳେ ଗୁଜୁରାଟର ଅମ୍ବାଜୀରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ କାର ଭାରସାମ୍ଯ ହରାଇ ଚାଲିଚାଲି ଯାଉଥିବା ୧୨ ଜଣ ତୀର୍ଥଯାତ୍ରୀଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ୬ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସେଠାରେ ୭ ଜଣ ଭକ୍ତ ଆହତ ହୋଇଛନ୍ତି। ଖବର ପାଇ ଘଟଣା ସ୍ଥଳରେ ପୁଲିସ କର୍ମଚାରୀମାନେ  ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସୂଚନା ଅନୁଯାୟୀ, ଅଧିକାଂଶ ଯାତ୍ରୀ ପଞ୍ଚମହଲ ଜିଲ୍ଲାର କାକୋଲର ବାସିନ୍ଦା […]

ଗୁଜୁରାଟ: ଶୁକ୍ରବାର ସକାଳେ ଗୁଜୁରାଟର ଅମ୍ବାଜୀରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ କାର ଭାରସାମ୍ଯ ହରାଇ ଚାଲିଚାଲି ଯାଉଥିବା ୧୨ ଜଣ ତୀର୍ଥଯାତ୍ରୀଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ୬ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସେଠାରେ ୭ ଜଣ ଭକ୍ତ ଆହତ ହୋଇଛନ୍ତି। ଖବର ପାଇ ଘଟଣା ସ୍ଥଳରେ ପୁଲିସ କର୍ମଚାରୀମାନେ  ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

ସୂଚନା ଅନୁଯାୟୀ, ଅଧିକାଂଶ ଯାତ୍ରୀ ପଞ୍ଚମହଲ ଜିଲ୍ଲାର କାକୋଲର ବାସିନ୍ଦା ଥିଲେ ଏବଂ ଅମ୍ବାଜୀ ମନ୍ଦିର ପରିଦର୍ଶନ କରିବାକୁ ଚାଲିଚାଲି ଯାଉଥିଲେ। ଏହି ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା: ୪ ମହଲାରୁ ଅଧିକ ଥିବା ସମସ୍ତ ବେଆଇନ ନିର୍ମାଣ ସିଲ୍ କରିବାକୁ ଏମସିଡିର ନିର୍ଦ୍ଦେଶ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

 

ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଅଲ୍ଟିମେଟମ୍: 'ଲଦାଖ ବିଲ୍' ପାଇଁ ଦେଲେ ଏକ ବର୍ଷର ମହଲତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର