ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ’ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ସାରା ଦେଶରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଛି। ସେହିଦିନ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଏଗୁଡ଼ିକ ଛୁଟି ରହିବ। ପୂର୍ବରୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ତାଙ୍କ ରାଜ୍ୟରେ ସେହିଦିନ ସମସ୍ତ […]
ନୂଆଦିଲ୍ଲୀ: ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ସାରା ଦେଶରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଛି। ସେହିଦିନ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଏଗୁଡ଼ିକ ଛୁଟି ରହିବ। ପୂର୍ବରୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ତାଙ୍କ ରାଜ୍ୟରେ ସେହିଦିନ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏପରିକି ସେହିଦିନ ଅଯୋଧ୍ୟାର ସମସ୍ତ ମଦ ଦୋକାନ ବନ୍ଦ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ଆହୁରି ପଢ଼ନ୍ତୁ: ଭାରତ-ଆମେରିକା ସମ୍ପର୍କ ହେବ ଆହୁରି ସୁଦୃଢ଼: ମାର୍କୋ ରୁବିଓଙ୍କ ଗସ୍ତରେ ବାଣିଜ୍ୟ, ସୁରକ୍ଷା ଓ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱ
All central government offices across India will remain closed for half day on January 22, 2024 in view of Ram Lalla Pran Pratishtha ceremony at Ayodhya. pic.twitter.com/4Scs88RHxK
ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କ କଡ଼ା ନିର୍ଦ୍ଦେଶ: ଟିଭି ବିତର୍କରେ ଅଶାଳୀନ ମନ୍ତବ୍ୟ ଦେଲେ ତୁରନ୍ତ କାଟନ୍ତୁ ଲାଇଭ୍ ଫିଡ୍— Press Trust of India (@PTI_News) January 18, 2024






