ନୂଆଦିଲ୍ଲୀ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ସୁଟିଂରେ ପୁଣି ଭାରତକୁ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ପୁରୁଷ ୧୦ ମିଟର ଏୟାର ପିସ୍ତଲ ଟିମ୍ ଇଭେଣ୍ଟରେ ଏହି ସ୍ୱର୍ଣ୍ଣ ପାଦକ ହାସଲ କରିଛି ଭାରତ। ଅଜୁର୍ନ ଚିମା, ସରବଜୋତ ସିଂ, ଶିବ ନରୱାଲଙ୍କ ଟିମ ସ୍ୱର୍ଣ୍ଣ ପଦକ ଜିତିଛି।
ଏସୀୟ କ୍ରୀଡ଼ା ୨୦୨୩: ୧୦ ମିଟର ଏୟାର ପିସ୍ତଲ ଟିମ୍ ଇଭେଣ୍ଟରେ ଭାରତକୁ ସ୍ବର୍ଣ୍ଣ