ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନବେଳେ ହିଂସାକାଣ୍ଡ; ଗୁଳିମାଡ଼ରେ ପୋଲିଂ ଏଜେଣ୍ଟ ମୃତ

The Sakala Picture
Published On

କୋଲ୍‌କାତା: ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଯାଇଛି । ୨୨ ଜିଲ୍ଲାର ୬୪ ହଜାର ୮୭୪ ଆସନରେ ଭୋଟିଂ ଚାଲିଛି । କିନ୍ତୁ ନିର୍ବାଚନ ସମୟରେ ହିଂସାକାଣ୍ଡ ଲାଗିରହିଥିବାବେଳେ ଫୁଟିଛି ଗୁଳି । କୋଚବିହାରର ଫାଲିମାରିରେ ଗୁଳିମାଡ଼ରେ ପ୍ରାଣ ହରାଇଛନ୍ତି ପୋଲିଂ ଏଜେଣ୍ଟ ମାଧବ ବିଶ୍ବାସ । ସେହିପରି ମୁଶିଦାବାଦ ଜିଲ୍ଲା ଡୋମକଳର ୮ ନମ୍ବର ବୁଥରେ ଦୁଇ ଜଣ ଟିଏମସି କର୍ମୀ ଯାଉଥିବା ବେଳେ କଂଗ୍ରେସ କର୍ମୀମାନେ ଗୁଳି ଚାଳନା କରିଥିବା ଅଭିଯୋଗ […]

କୋଲ୍‌କାତା: ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଯାଇଛି । ୨୨ ଜିଲ୍ଲାର ୬୪ ହଜାର ୮୭୪ ଆସନରେ ଭୋଟିଂ ଚାଲିଛି । କିନ୍ତୁ ନିର୍ବାଚନ ସମୟରେ ହିଂସାକାଣ୍ଡ ଲାଗିରହିଥିବାବେଳେ ଫୁଟିଛି ଗୁଳି । କୋଚବିହାରର ଫାଲିମାରିରେ ଗୁଳିମାଡ଼ରେ ପ୍ରାଣ ହରାଇଛନ୍ତି ପୋଲିଂ ଏଜେଣ୍ଟ ମାଧବ ବିଶ୍ବାସ ।

ଆହୁରି ପଢ଼ନ୍ତୁ: ଏୟାର କାନାଡାରେ ନକଲି ପାଇଲଟଙ୍କ କାରନାମା: ୧୭ ବର୍ଷ ଧରି ବିନା ଲାଇସେନ୍ସରେ ଉଡ଼ାଇଲେ ୯୦୦ରୁ ଅଧିକ ବିମାନ, ପୋଲିସ କଲା ଗିରଫ

ସେହିପରି ମୁଶିଦାବାଦ ଜିଲ୍ଲା ଡୋମକଳର ୮ ନମ୍ବର ବୁଥରେ ଦୁଇ ଜଣ ଟିଏମସି କର୍ମୀ ଯାଉଥିବା ବେଳେ କଂଗ୍ରେସ କର୍ମୀମାନେ ଗୁଳି ଚାଳନା କରିଥିବା ଅଭିଯୋଗ ହୋଇଛି । ଏଥିରେ ଦୁଇ ଜଣ ଟିଏମସି କର୍ମୀ ଗୁରୁତର ଆହତ ହୋଇଛନ୍ତି । ଦୁଇ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଛନ୍ତି ପୋଲିସ ଓ କେନ୍ଦ୍ରୀୟ ବାହିନୀ ଯବାନ । ସେପଟେ ସିତାଇ ବିଧାନସଭାର ଦିନହାଟରେ ବାଲଟ ବାକ୍ସ ପୋଡ଼ିଦେଲେ ଦୁର୍ବୃତ୍ତ । ଏଯାବତ ପଞ୍ଚାୟତ ନିର୍ବାଚନ ପାଇଁ ହିଂସା ବେଳେ ୨୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି । ମତଦାନ କେନ୍ଦ୍ରରେ କେନ୍ଦ୍ରୀୟ ସୁରକ୍ଷା ବଳ ଓ ଯବାନ ମୁତୟନ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଜସ୍ଥାନର ପ୍ରତାପଗଡ଼ରେ ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ: ଟ୍ରାକ୍ଟର ଇଏମ୍ଆଇ ପାଇଁ ଦିଅର-ଯାଆ ସାଜିଲେ ହତ୍ୟାକାରୀ

08 Jul 2023 By The Sakala

ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନବେଳେ ହିଂସାକାଣ୍ଡ; ଗୁଳିମାଡ଼ରେ ପୋଲିଂ ଏଜେଣ୍ଟ ମୃତ

କୋଲ୍‌କାତା: ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଯାଇଛି । ୨୨ ଜିଲ୍ଲାର ୬୪ ହଜାର ୮୭୪ ଆସନରେ ଭୋଟିଂ ଚାଲିଛି । କିନ୍ତୁ ନିର୍ବାଚନ ସମୟରେ ହିଂସାକାଣ୍ଡ ଲାଗିରହିଥିବାବେଳେ ଫୁଟିଛି ଗୁଳି । କୋଚବିହାରର ଫାଲିମାରିରେ ଗୁଳିମାଡ଼ରେ ପ୍ରାଣ ହରାଇଛନ୍ତି ପୋଲିଂ ଏଜେଣ୍ଟ ମାଧବ ବିଶ୍ବାସ ।

ସେହିପରି ମୁଶିଦାବାଦ ଜିଲ୍ଲା ଡୋମକଳର ୮ ନମ୍ବର ବୁଥରେ ଦୁଇ ଜଣ ଟିଏମସି କର୍ମୀ ଯାଉଥିବା ବେଳେ କଂଗ୍ରେସ କର୍ମୀମାନେ ଗୁଳି ଚାଳନା କରିଥିବା ଅଭିଯୋଗ ହୋଇଛି । ଏଥିରେ ଦୁଇ ଜଣ ଟିଏମସି କର୍ମୀ ଗୁରୁତର ଆହତ ହୋଇଛନ୍ତି । ଦୁଇ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଛନ୍ତି ପୋଲିସ ଓ କେନ୍ଦ୍ରୀୟ ବାହିନୀ ଯବାନ । ସେପଟେ ସିତାଇ ବିଧାନସଭାର ଦିନହାଟରେ ବାଲଟ ବାକ୍ସ ପୋଡ଼ିଦେଲେ ଦୁର୍ବୃତ୍ତ । ଏଯାବତ ପଞ୍ଚାୟତ ନିର୍ବାଚନ ପାଇଁ ହିଂସା ବେଳେ ୨୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି । ମତଦାନ କେନ୍ଦ୍ରରେ କେନ୍ଦ୍ରୀୟ ସୁରକ୍ଷା ବଳ ଓ ଯବାନ ମୁତୟନ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର