ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ପାଇଲଟଙ୍କ ସମେତ ୫ ଜଣଙ୍କର ମୃତ୍ୟୁ..

ନୂଆଦିଲ୍ଲୀ: ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ। ଏହି ଦୁର୍ଘଟଣାରେ ପାଇଲଟଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ଘଟିଛି। ୨  ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଉତ୍ତରକାଶୀ ଜିଲ୍ଲାର ଗଙ୍ଗାନାନୀ ନିକଟରେ ଦୁର୍ଘଟଣା ଏହି ଅଘଟଣ ଘଟିଛି। ୭ ଜଣ ଯାତ୍ରୀଙ୍କୁ ନେଇ ଗଙ୍ଗୋତ୍ରୀ ଧାମ ଯାଉଥିଲା ହେଲିକପ୍ଟରଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣାସ୍ଥଳରେ ଉଦ୍ଧାରକାରୀ ଟିମ୍‌ ପହଞ୍ଚିଛନ୍ତି।

About The Author: The Sakala