ହିମନ୍ତ ବିଶ୍ୱ ଶର୍ମା ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ: ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ବିଜେପି ବିଧାନସଭା ଦଳର ନେତା ହିମନ୍ତ ବିଶ୍ୱ ଶର୍ମା । ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବୈଠକରେ ତାଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବା ନେଇ ଚୟନ କରାଯାଇଛି । କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏହି ସୂଚନା ଦେଇଛନ୍ତି । ଏହାପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ସରବାନନ୍ଦ ସୋନୋୱାଲ ରାଜ୍ୟପାଳ ଜଗଦୀଶ ମୁଖୀଙ୍କ ନିକଟରେ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ । ରବିବାର ଦିନ […]

ନୂଆଦିଲ୍ଲୀ: ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ବିଜେପି ବିଧାନସଭା ଦଳର ନେତା ହିମନ୍ତ ବିଶ୍ୱ ଶର୍ମା । ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବୈଠକରେ ତାଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବା ନେଇ ଚୟନ କରାଯାଇଛି । କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏହି ସୂଚନା ଦେଇଛନ୍ତି । ଏହାପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ସରବାନନ୍ଦ ସୋନୋୱାଲ ରାଜ୍ୟପାଳ ଜଗଦୀଶ ମୁଖୀଙ୍କ ନିକଟରେ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ ।

ଆହୁରି ପଢ଼ନ୍ତୁ: ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ର ହେଲେ ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓ

ରବିବାର ଦିନ ବିଜେପି ବିଧାନସଭା ପାର୍ଟି ଗୌହାଟୀରେ ଭେଟିବା ପରେ ଆସାମ ସ୍ୱାସ୍ଥ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଆସନରେ ବସିବାକୁ ଯାଉଛନ୍ତି।

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର