ହେମନ୍ତ ସୋରେନଙ୍କ ବ୍ୟକ୍ତିଗତ ପରାମର୍ଶଦାତାଙ୍କ ଘରେ ଆୟକର ବିଭାଗର ଚଢାଉ

The Sakala Picture
Published On

ରାଞ୍ଚି: ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ନିର୍ବାଚନ ପୂର୍ବରୁ ରାଞ୍ଚିରେ ଆୟକର ବିଭାଗର ବଡ କାର୍ଯ୍ୟାନୁଷ୍ଠାନ। ପ୍ରାୟ ୧୫-୧୬ ଟି ସ୍ଥାନରେ ଚଢାଉ କରାଯାଇଛି। ରାଞ୍ଚି ଏବଂ ଜାମସେଦପୁରର ଅନେକ ସ୍ଥାନ ଉପରେ ଚଢାଉ କରିଛି  ଆୟକର ବିଭାଗ। ଏହି ସମୟରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବ୍ୟକ୍ତିଗତ ପରାମର୍ଶଦାତାଙ୍କ ଘରେ ମଧ୍ୟ ଚଢାଉ କରାଯାଇଛି। ଆଇଟି ସୋରେନଙ୍କ ବ୍ୟକ୍ତିଗତ ସଚିବ ସୁନୀଲ ଶ୍ରୀବାସ୍ତବ ଏବଂ ତାଙ୍କ ସହ ଜଡିତ ବ୍ୟକ୍ତିଙ୍କ ଉପରେ ରେଡ କରିଛି ଆୟକର […]

ରାଞ୍ଚି: ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ନିର୍ବାଚନ ପୂର୍ବରୁ ରାଞ୍ଚିରେ ଆୟକର ବିଭାଗର ବଡ କାର୍ଯ୍ୟାନୁଷ୍ଠାନ। ପ୍ରାୟ ୧୫-୧୬ ଟି ସ୍ଥାନରେ ଚଢାଉ କରାଯାଇଛି। ରାଞ୍ଚି ଏବଂ ଜାମସେଦପୁରର ଅନେକ ସ୍ଥାନ ଉପରେ ଚଢାଉ କରିଛି  ଆୟକର ବିଭାଗ। ଏହି ସମୟରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବ୍ୟକ୍ତିଗତ ପରାମର୍ଶଦାତାଙ୍କ ଘରେ ମଧ୍ୟ ଚଢାଉ କରାଯାଇଛି। ଆଇଟି ସୋରେନଙ୍କ ବ୍ୟକ୍ତିଗତ ସଚିବ ସୁନୀଲ ଶ୍ରୀବାସ୍ତବ ଏବଂ ତାଙ୍କ ସହ ଜଡିତ ବ୍ୟକ୍ତିଙ୍କ ଉପରେ ରେଡ କରିଛି ଆୟକର ବିଭାଗ।ଏକ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ଅଧିକାରୀମାନେ ସୁନୀଲ ଶ୍ରୀବାସ୍ତବଙ୍କ ଘରେ ଚଢାଉ କରିଥିବା ଦେଖିବାକୁ ମିଳିଛି ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

09 Nov 2024 By The Sakala

ହେମନ୍ତ ସୋରେନଙ୍କ ବ୍ୟକ୍ତିଗତ ପରାମର୍ଶଦାତାଙ୍କ ଘରେ ଆୟକର ବିଭାଗର ଚଢାଉ

ରାଞ୍ଚି: ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ନିର୍ବାଚନ ପୂର୍ବରୁ ରାଞ୍ଚିରେ ଆୟକର ବିଭାଗର ବଡ କାର୍ଯ୍ୟାନୁଷ୍ଠାନ। ପ୍ରାୟ ୧୫-୧୬ ଟି ସ୍ଥାନରେ ଚଢାଉ କରାଯାଇଛି। ରାଞ୍ଚି ଏବଂ ଜାମସେଦପୁରର ଅନେକ ସ୍ଥାନ ଉପରେ ଚଢାଉ କରିଛି  ଆୟକର ବିଭାଗ। ଏହି ସମୟରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବ୍ୟକ୍ତିଗତ ପରାମର୍ଶଦାତାଙ୍କ ଘରେ ମଧ୍ୟ ଚଢାଉ କରାଯାଇଛି। ଆଇଟି ସୋରେନଙ୍କ ବ୍ୟକ୍ତିଗତ ସଚିବ ସୁନୀଲ ଶ୍ରୀବାସ୍ତବ ଏବଂ ତାଙ୍କ ସହ ଜଡିତ ବ୍ୟକ୍ତିଙ୍କ ଉପରେ ରେଡ କରିଛି ଆୟକର ବିଭାଗ।ଏକ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ଅଧିକାରୀମାନେ ସୁନୀଲ ଶ୍ରୀବାସ୍ତବଙ୍କ ଘରେ ଚଢାଉ କରିଥିବା ଦେଖିବାକୁ ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର