ବନ୍ୟା ପାଣିରେ ଅବତରଣ କଲା ବାୟୁସେନା ହେଲିକପ୍ଟର
ପାଟନା: ବିହାରର ମୁଜାଫରପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ବିହାରର ବନ୍ୟା ପ୍ରଭାବିତ ଅଞ୍ଚଳରେ ଆଜି ଆକାଶ ମାର୍ଗରୁ ରିଲିଫ ସାମଗ୍ରୀ ପକାଇବାକୁ ଯାଇଥିବା ଭାରତୀୟ ବାୟୁ ସେନାର ଏକ ହେଲିକପ୍ଟର ବିପଜ୍ଜନକ ଭାବେ ବନ୍ୟା ପାଣିରେ ଅବତରଣ କରିବାକୁ ବାଧ୍ୟ ହୋଇଛି। ହେଲିକପ୍ଟରରେ ଦୁଇ ଜଣ ପାଇଲଟଙ୍କ ସମେତ ୩ ଜଣ କର୍ମଚାରୀ ଥିଲେ । ତେବେ ସମସ୍ତେ ସୁରକ୍ଷିତ ଥିବା ବାୟୁସେନା ପକ୍ଷରୁ ସୂଚନା ରହିଛି। ବାୟୁସେନା […]
ପାଟନା: ବିହାରର ମୁଜାଫରପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ବିହାରର ବନ୍ୟା ପ୍ରଭାବିତ ଅଞ୍ଚଳରେ ଆଜି ଆକାଶ ମାର୍ଗରୁ ରିଲିଫ ସାମଗ୍ରୀ ପକାଇବାକୁ ଯାଇଥିବା ଭାରତୀୟ ବାୟୁ ସେନାର ଏକ ହେଲିକପ୍ଟର ବିପଜ୍ଜନକ ଭାବେ ବନ୍ୟା ପାଣିରେ ଅବତରଣ କରିବାକୁ ବାଧ୍ୟ ହୋଇଛି। ହେଲିକପ୍ଟରରେ ଦୁଇ ଜଣ ପାଇଲଟଙ୍କ ସମେତ ୩ ଜଣ କର୍ମଚାରୀ ଥିଲେ । ତେବେ ସମସ୍ତେ ସୁରକ୍ଷିତ ଥିବା ବାୟୁସେନା ପକ୍ଷରୁ ସୂଚନା ରହିଛି।
ବାୟୁସେନା ପକ୍ଷରୁ କୁହାଯାଇଛି ଯେ, ବିହାରରେ ଏବେ ବନ୍ୟା ସ୍ଥିତି ଲାଗିରହିଛି । ଏନେଇ ସୀତାମଢୀ ସେକ୍ଟରରେ ବନ୍ୟା ସହାୟତା କାର୍ୟ୍ୟରେ ରିଲିଫ ବଣ୍ଟନ ସମୟରେ ହେଲିକ୍ୟାପ୍ଟରଟିକୁ ଅବତରଣ କରିବାକୁ ପଡିଥିଲା । ଏହି ସମୟରେ ପାଣି ଭିତରେ ଗଳିପଡିଥିଲା । ହେଲିକ୍ୟାପ୍ଟରରେ ଦୁଇ ଜଣ ପାଇଲଟଙ୍କ ସମେତ ତିନି ଜଣ କର୍ମଚାରୀ ସୁରକ୍ଷିତ ଅଛନ୍ତି ।