ମନୋରଞ୍ଜନ
ଓଡ଼ିଶା
ପ୍ରକାଶ ପାଇଲା ICSE ଦଶମ ଓ ଦ୍ବାଦଶ ରେଜଲ୍ଟ : ଉଭୟରେ ଛାତ୍ରଙ୍କଠାରୁ ଛାତ୍ରୀଙ୍କ ପାସ୍ ହାର ଅଧିକ
ଭୁବନେଶ୍ବର : କାଉନସିଲ ଫର ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (ସିଆଇଏସ୍ସିଇ) ଦ୍ୱାରା ପରିଚାଳିତ ହୋଇଥିବା ଆଇସିଏସ୍ଇ ଦଶମ ଏବଂ ଆଇଏସ୍ସି ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ cisce.org ଏବଂ results.cisce.org ୱେବସାଇଟରେ ନିଜ ପରୀକ୍ଷାଫଳ ଦେଖିପାରିବେ। ଏ ନେଇ ସିଆଇଏସ୍ସିଇ ପକ୍ଷରୁ ସୂଚନା ଦିଆଯାଇଛି। ICSE: Girls have done better than Boys, pass percentage-99.65%, Boys pass percentage-99.31% ISC: Girls have achieved a pass percentage of […]
ଭୁବନେଶ୍ବର : କାଉନସିଲ ଫର ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (ସିଆଇଏସ୍ସିଇ) ଦ୍ୱାରା ପରିଚାଳିତ ହୋଇଥିବା ଆଇସିଏସ୍ଇ ଦଶମ ଏବଂ ଆଇଏସ୍ସି ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ cisce.org ଏବଂ results.cisce.org ୱେବସାଇଟରେ ନିଜ ପରୀକ୍ଷାଫଳ ଦେଖିପାରିବେ। ଏ ନେଇ ସିଆଇଏସ୍ସିଇ ପକ୍ଷରୁ ସୂଚନା ଦିଆଯାଇଛି।
ICSE: Girls have done better than Boys, pass percentage-99.65%, Boys pass percentage-99.31%
ISC: Girls have achieved a pass percentage of 98.92%, Boys- 97.53%
— ANI (@ANI) May 6, 2024
ଚଳିତ ବର୍ଷ ଦଶମରେ ୯୯.୦୮% ଓ ଦ୍ବାଦଶରେ ୯୮.୯୦% ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ଏଥି ସହିତ ଉଭୟ ଦଶମ ଓ ଦ୍ବାଦଶରେ ଛାତ୍ରଙ୍କଠାରୁ ଛାତ୍ରୀଙ୍କ ପାସ୍ ହାର ଅଧିକ ରହିଛି।
ଏଥି ସହିତ ପରୀକ୍ଷା ଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀମାନେ ରିଚେକିଂ ଏବଂ ପୁନଃ ମୂଲ୍ୟାଙ୍କନ କରିବାକୁ ଆବେଦନ କରିପାରିବେ। ଗୋଟିଏ ବିଷୟରେ ରିଚେକିଂ ପାଇଁ ହଜାରେ ଏବଂ ପୁନଃ ମୂଲ୍ୟାଙ୍କନ ପାଇଁ ୧୫ଶହ ଟଙ୍କା ରହିଛି। ଆଜିଠାରୁ ୧୦ ତାରିଖ ମଧ୍ୟରେ ଛାତ୍ରୀଛାତ୍ରମାନେ ରିଚେକିଂ ପାଇଁ ଆବେଦନ କରିପାରିବେ। ୪ ସପ୍ତାହ ମଧ୍ୟରେ ତାର ରେକଲ୍ଟ ପ୍ରକାଶ ପାଇବ। ସେହିପରି ପୁନଃ ମୂଲ୍ୟାଙ୍କନ ପାଇଁ ରେଜଲ୍ଟ ପ୍ରକାଶ ପରିବାର ୨୪ଘଣ୍ଟା ମଧ୍ୟରେ ଆବେଦନ କରିବାକୁ ପଡ଼ିବ ବୋଲି ସିଆଇଏସ୍ସିଇ ପକ୍ଷରୁ ସୂଚନା ଦିଆଯାଇଛି।