ଜାମ୍ମୁ-କାଶ୍ମୀରରେ ୪୮ ଘଣ୍ଟାରେ ୬ ଆତଙ୍କବାଦୀ ନିପାତ

The Sakala Picture
Published On

ନୂଆଦିଲ୍ଲୀ: ଜାମ୍ମୁ-କାଶ୍ମୀରରେ ବିଗତ ୪୮ ଘଣ୍ଟା ମଧ୍ୟରେ ୬ ଜଣ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଭାରତୀୟ ସେନା ୨ଟି ଆତଙ୍କବାଦୀ ବିରୋଧୀ ଅଭିଯାନକୁ ସଫଳତାର ସହ ଶେଷ କରିବା ସହିତ ୬ ଆତଙ୍କୀଙ୍କୁ ନିପାତ କରିଥିବା ସେନା ପକ୍ଷରୁ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି। ସୂଚନା ଅନୁଯାୟୀ, ଗତ ୪୮ ଘଣ୍ଟା ମଧ୍ୟରେ ଆମେ ୨ଟି ଆତଙ୍କବାଦୀ ନିରୋଧୀ ଅଭିଯାନ ଶେଷ ହୋଇଛି। କେରାନ ଏବଂ ତ୍ରାଲ ଅଞ୍ଚଳରେ ଏହି ଅପରେସନ କରାଯାଇଥିଲା। ଆଗାମୀ ଦିଗରେ […]

ନୂଆଦିଲ୍ଲୀ: ଜାମ୍ମୁ-କାଶ୍ମୀରରେ ବିଗତ ୪୮ ଘଣ୍ଟା ମଧ୍ୟରେ ୬ ଜଣ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଭାରତୀୟ ସେନା ୨ଟି ଆତଙ୍କବାଦୀ ବିରୋଧୀ ଅଭିଯାନକୁ ସଫଳତାର ସହ ଶେଷ କରିବା ସହିତ ୬ ଆତଙ୍କୀଙ୍କୁ ନିପାତ କରିଥିବା ସେନା ପକ୍ଷରୁ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଆନ୍ତର୍ଜାତୀୟ ନ୍ୟାୟାଳୟଙ୍କ ରୋହିଙ୍ଗ୍ୟା ଗଣହତ୍ୟା ରାୟକୁ ‘ଅନ୍ୟାୟ’ କହି ପ୍ରତ୍ୟାଖ୍ୟାନ କଲା ମିଆଁମାର

ସୂଚନା ଅନୁଯାୟୀ, ଗତ ୪୮ ଘଣ୍ଟା ମଧ୍ୟରେ ଆମେ ୨ଟି ଆତଙ୍କବାଦୀ ନିରୋଧୀ ଅଭିଯାନ ଶେଷ ହୋଇଛି। କେରାନ ଏବଂ ତ୍ରାଲ ଅଞ୍ଚଳରେ ଏହି ଅପରେସନ କରାଯାଇଥିଲା। ଆଗାମୀ ଦିଗରେ ଆମେ ଆତଙ୍କବାଦ ଇକୋସିଷ୍ଟମକୁ ମୂଳୋତ୍ପାଟନ କରିବା ଦିଗରେ ପ୍ରତିବଦ୍ଧ ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ: ବିସଲେରୀ ପାଣି ନମୁନା ଅସୁରକ୍ଷିତ ! କ୍ୟାନ୍ସର କାରକ ଉପାଦାନ ମିଳିବା ପରେ FSSAI ପକ୍ଷରୁ ମାମଲା ରୁଜୁ ପାଇଁ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର