By The Sakala ନୂଆଦିଲ୍ଲୀ: ଜାମ୍ମୁ-କାଶ୍ମୀରରେ ବିଗତ ୪୮ ଘଣ୍ଟା ମଧ୍ୟରେ ୬ ଜଣ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଭାରତୀୟ ସେନା ୨ଟି ଆତଙ୍କବାଦୀ ବିରୋଧୀ ଅଭିଯାନକୁ ସଫଳତାର ସହ ଶେଷ କରିବା ସହିତ ୬ ଆତଙ୍କୀଙ୍କୁ ନିପାତ କରିଥିବା ସେନା ପକ୍ଷରୁ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି। ସୂଚନା ଅନୁଯାୟୀ, ଗତ ୪୮ ଘଣ୍ଟା ମଧ୍ୟରେ ଆମେ ୨ଟି ଆତଙ୍କବାଦୀ ନିରୋଧୀ ଅଭିଯାନ ଶେଷ ହୋଇଛି। କେରାନ ଏବଂ ତ୍ରାଲ ଅଞ୍ଚଳରେ ଏହି ଅପରେସନ କରାଯାଇଥିଲା। ଆଗାମୀ ଦିଗରେ […]
ନୂଆଦିଲ୍ଲୀ: ଜାମ୍ମୁ-କାଶ୍ମୀରରେ ବିଗତ ୪୮ ଘଣ୍ଟା ମଧ୍ୟରେ ୬ ଜଣ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଭାରତୀୟ ସେନା ୨ଟି ଆତଙ୍କବାଦୀ ବିରୋଧୀ ଅଭିଯାନକୁ ସଫଳତାର ସହ ଶେଷ କରିବା ସହିତ ୬ ଆତଙ୍କୀଙ୍କୁ ନିପାତ କରିଥିବା ସେନା ପକ୍ଷରୁ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି।
ସୂଚନା ଅନୁଯାୟୀ, ଗତ ୪୮ ଘଣ୍ଟା ମଧ୍ୟରେ ଆମେ ୨ଟି ଆତଙ୍କବାଦୀ ନିରୋଧୀ ଅଭିଯାନ ଶେଷ ହୋଇଛି। କେରାନ ଏବଂ ତ୍ରାଲ ଅଞ୍ଚଳରେ ଏହି ଅପରେସନ କରାଯାଇଥିଲା। ଆଗାମୀ ଦିଗରେ ଆମେ ଆତଙ୍କବାଦ ଇକୋସିଷ୍ଟମକୁ ମୂଳୋତ୍ପାଟନ କରିବା ଦିଗରେ ପ୍ରତିବଦ୍ଧ ବୋଲି କୁହାଯାଇଛି।
About The Author: The Sakala