କରୋନା ଲେଉଟାଣି, ଦେଶରେ ୨୪ ଘଣ୍ଟାରେ ୩୫ ହଜାର ୮୭୧ ନୂଆ ଆକ୍ରାନ୍ତ, ୧୭୨ ମୃତ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ପୁଣି ବୃଦ୍ଧି ପାଇବେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ଯ ବଢ଼ି ଚାଲିଛି । ଭାରତରେ ଗତ ୨୪ ଘଣ୍ଟାରେ ୩୫ ହଜାର ୮୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୨୧୬କୁ ବୃଦ୍ଧି ପାଇଥିବ ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୪ ଲକ୍ଷ ୭୪ ହଜାର ୬୦୫ରେ […]

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ପୁଣି ବୃଦ୍ଧି ପାଇବେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ଯ ବଢ଼ି ଚାଲିଛି । ଭାରତରେ ଗତ ୨୪ ଘଣ୍ଟାରେ ୩୫ ହଜାର ୮୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୨୧୬କୁ ବୃଦ୍ଧି ପାଇଥିବ ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୪ ଲକ୍ଷ ୭୪ ହଜାର ୬୦୫ରେ ପହଞ୍ଚିଛି।  ଦେଶରେ ଏବେ ୨ ଲକ୍ଷ ୫୨ ହଜାର ୩୬୪ ଜଣ ସକ୍ରିୟ ରୋଗୀ ଥିବାବେଳେ ୧ କୋଟି ୧୦ ଲକ୍ଷ ୬୩ ହଜାର୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ମିରଟ ହତ୍ୟାକାଣ୍ଡର ବଡ଼ ଖୁଲାସା: ଅର୍ଚିତା ନୁହେଁ, ମୃତ ମହିଳା ହେଲେ ତୁର୍କମେନିସ୍ତାନର 'ମହବତ'

18 Mar 2021 By The Sakala

କରୋନା ଲେଉଟାଣି, ଦେଶରେ ୨୪ ଘଣ୍ଟାରେ ୩୫ ହଜାର ୮୭୧ ନୂଆ ଆକ୍ରାନ୍ତ, ୧୭୨ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ପୁଣି ବୃଦ୍ଧି ପାଇବେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ଯ ବଢ଼ି ଚାଲିଛି । ଭାରତରେ ଗତ ୨୪ ଘଣ୍ଟାରେ ୩୫ ହଜାର ୮୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୨୧୬କୁ ବୃଦ୍ଧି ପାଇଥିବ ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୪ ଲକ୍ଷ ୭୪ ହଜାର ୬୦୫ରେ ପହଞ୍ଚିଛି।  ଦେଶରେ ଏବେ ୨ ଲକ୍ଷ ୫୨ ହଜାର ୩୬୪ ଜଣ ସକ୍ରିୟ ରୋଗୀ ଥିବାବେଳେ ୧ କୋଟି ୧୦ ଲକ୍ଷ ୬୩ ହଜାର୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

https://www.thesakala.in/national-international/ind-corona-update/article-785
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର