ସୁସ୍ଥହେଲେ ଭାରତର ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ବ୍ୟକ୍ତି

The Sakala Picture
Published On

କେରଳ: ଭାରତରେ ଚିହ୍ନଟ ହୋଇଥିବା ପ୍ରଥମ ମଙ୍କିପକ୍ସ ସଂକ୍ରମିତ ସୁସ୍ଥ ହୋଇଛନ୍ତି । କେରଳ କୋଲ୍ଲାମର ଜଣେ ୩୫ ବର୍ଷୀୟ ବ୍ୟକ୍ତି ପ୍ରଥମେ ମଙ୍କିପକ୍ସରେ ଆକ୍ରାନ୍ତ ହୋଇ ଥିରୁଓ୍ବନନ୍ତପୁରମ ମେଡିକାଲ କଲେଜରେ ଭର୍ତ୍ତି ହୋଇଥିଲେ । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଥିଲା । ଏବେ ସେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୋଇଥିବା ନେଇ କେରଳ ସ୍ବାସ୍ଥ୍ୟ ମନ୍ତ୍ରୀ ଭିନା ଜର୍ଜ କହିଛନ୍ତି । ତେବେ ଅନ୍ୟଦୁଇ ଜଣଙ୍କ ସ୍ଥିତିରେ ସୁଧାର ଆସିଛି । ସୁସ୍ଥ ହୋଇଥିବା […]

କେରଳ: ଭାରତରେ ଚିହ୍ନଟ ହୋଇଥିବା ପ୍ରଥମ ମଙ୍କିପକ୍ସ ସଂକ୍ରମିତ ସୁସ୍ଥ ହୋଇଛନ୍ତି । କେରଳ କୋଲ୍ଲାମର ଜଣେ ୩୫ ବର୍ଷୀୟ ବ୍ୟକ୍ତି ପ୍ରଥମେ ମଙ୍କିପକ୍ସରେ ଆକ୍ରାନ୍ତ ହୋଇ ଥିରୁଓ୍ବନନ୍ତପୁରମ ମେଡିକାଲ କଲେଜରେ ଭର୍ତ୍ତି ହୋଇଥିଲେ । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଥିଲା । ଏବେ ସେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୋଇଥିବା ନେଇ କେରଳ ସ୍ବାସ୍ଥ୍ୟ ମନ୍ତ୍ରୀ ଭିନା ଜର୍ଜ କହିଛନ୍ତି । ତେବେ ଅନ୍ୟଦୁଇ ଜଣଙ୍କ ସ୍ଥିତିରେ ସୁଧାର ଆସିଛି ।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ 'ଆତଙ୍କବାଦୀ' କହିଲେ ଖଡ଼ଗେ, ବିବାଦ ପରେ ଦେଲେ ସ୍ପଷ୍ଟୀକରଣ

ସୁସ୍ଥ ହୋଇଥିବା ସମ୍ପୃକ୍ତ ବ୍ୟକ୍ତିଜଣକ ସଂଯୁକ୍ତ ଆରବ ଏମିରେଟସରୁ ଫେରିବା ପରେ ସଂକ୍ରମିତ ହୋଇଥିଲେ । ଦୁଇ ଦିନ ପରେ ତାଙ୍କ ଦେହରେ ମଙ୍କିପକ୍ସ ଭୂତାଣୁ ଚିହ୍ନଟ ହେଇଥିଲା । ତାଙ୍କୁ ସଙ୍ଗେ ସଙ୍ଗେ କୋଲ୍ଲମର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ତ୍ରିଭେନ୍ଦ୍ରମ ମେଡିକାଲ କଲେଜ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ସେ ସୁସ୍ଥ ହୋଇଛନ୍ତି । ଶନିବାର ସନ୍ଧ୍ୟାରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ ବୋଲି ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଭାରତକୁ 'ନର୍କଖଣ୍ଡ' କହି ବିବାଦରେ ଟ୍ରମ୍ପ: କଡ଼ା ଜବାବ ଦେଲା ଭାରତ ଓ ଇରାନ

30 Jul 2022 By The Sakala

ସୁସ୍ଥହେଲେ ଭାରତର ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ବ୍ୟକ୍ତି

କେରଳ: ଭାରତରେ ଚିହ୍ନଟ ହୋଇଥିବା ପ୍ରଥମ ମଙ୍କିପକ୍ସ ସଂକ୍ରମିତ ସୁସ୍ଥ ହୋଇଛନ୍ତି । କେରଳ କୋଲ୍ଲାମର ଜଣେ ୩୫ ବର୍ଷୀୟ ବ୍ୟକ୍ତି ପ୍ରଥମେ ମଙ୍କିପକ୍ସରେ ଆକ୍ରାନ୍ତ ହୋଇ ଥିରୁଓ୍ବନନ୍ତପୁରମ ମେଡିକାଲ କଲେଜରେ ଭର୍ତ୍ତି ହୋଇଥିଲେ । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଥିଲା । ଏବେ ସେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୋଇଥିବା ନେଇ କେରଳ ସ୍ବାସ୍ଥ୍ୟ ମନ୍ତ୍ରୀ ଭିନା ଜର୍ଜ କହିଛନ୍ତି । ତେବେ ଅନ୍ୟଦୁଇ ଜଣଙ୍କ ସ୍ଥିତିରେ ସୁଧାର ଆସିଛି ।

ସୁସ୍ଥ ହୋଇଥିବା ସମ୍ପୃକ୍ତ ବ୍ୟକ୍ତିଜଣକ ସଂଯୁକ୍ତ ଆରବ ଏମିରେଟସରୁ ଫେରିବା ପରେ ସଂକ୍ରମିତ ହୋଇଥିଲେ । ଦୁଇ ଦିନ ପରେ ତାଙ୍କ ଦେହରେ ମଙ୍କିପକ୍ସ ଭୂତାଣୁ ଚିହ୍ନଟ ହେଇଥିଲା । ତାଙ୍କୁ ସଙ୍ଗେ ସଙ୍ଗେ କୋଲ୍ଲମର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ତ୍ରିଭେନ୍ଦ୍ରମ ମେଡିକାଲ କଲେଜ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ସେ ସୁସ୍ଥ ହୋଇଛନ୍ତି । ଶନିବାର ସନ୍ଧ୍ୟାରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ ବୋଲି ସୂଚନା ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର