ଦେଶରେ ରେକର୍ଡ ଭାଙ୍ଗୁଛି ସଂକ୍ରମଣ : ୨୪ ଘଣ୍ଟାରେ ୧ ଲକ୍ଷ ୩୧ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ, ୭୮୦ ମୃତ

The Sakala Picture
Published On

ଭୁବନେଶ୍ବର : ଭାରତରେ କରୋନା ଭାଇରସ ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ପ୍ରଥମ ଲହର ଅପେକ୍ଷା କରୋନା ଦ୍ବିତୀୟ ଲହର ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦେଶରେ ଦିନକୁ ଦିନ ରେକର୍ଡ କରିବାରେ ଲାଗିଛି ମହାମାରୀ । ଦିନକୁ ଦିନ ଅଧିକରୁ ଅଧିକ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ରେକର୍ଡସଂଖ୍ୟକ ୧ ଲକ୍ଷ ୩୧ ହଜାର ୯୬୮  ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଏବଂ  […]

ଭୁବନେଶ୍ବର : ଭାରତରେ କରୋନା ଭାଇରସ ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ପ୍ରଥମ ଲହର ଅପେକ୍ଷା କରୋନା ଦ୍ବିତୀୟ ଲହର ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦେଶରେ ଦିନକୁ ଦିନ ରେକର୍ଡ କରିବାରେ ଲାଗିଛି ମହାମାରୀ । ଦିନକୁ ଦିନ ଅଧିକରୁ ଅଧିକ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ରେକର୍ଡସଂଖ୍ୟକ ୧ ଲକ୍ଷ ୩୧ ହଜାର ୯୬୮  ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଏବଂ  ଓ ୭୮୦ ମୃତ୍ୟୁ ରେକର୍ଡ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଭାରତରେ ବ୍ରିକ୍ସ (BRICS) ସୁରକ୍ଷା ଅଧିକାରୀଙ୍କ ବୈଠକ: ଆତଙ୍କବାଦ ଏବଂ ୟୁକ୍ରେନ ଯୁଦ୍ଧ ପ୍ରସଙ୍ଗରେ ଆଲୋଚନା

ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧ ଲକ୍ଷ ୩୧ ହଜାର ୯୬୮  ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୩୦,୬୦, ୫୪୨ ରେ ପହଞ୍ଚିଛି। ଏଥି ସହିତ ଗତ ୨୪ ଘଣ୍ଟାରେ ହୋଇଥିବା ୭୮୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୭, ୬୪୨ରେ ପହଞ୍ଚିଛି।

09 Apr 2021 By The Sakala

ଦେଶରେ ରେକର୍ଡ ଭାଙ୍ଗୁଛି ସଂକ୍ରମଣ : ୨୪ ଘଣ୍ଟାରେ ୧ ଲକ୍ଷ ୩୧ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ, ୭୮୦ ମୃତ

ଭୁବନେଶ୍ବର : ଭାରତରେ କରୋନା ଭାଇରସ ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ପ୍ରଥମ ଲହର ଅପେକ୍ଷା କରୋନା ଦ୍ବିତୀୟ ଲହର ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦେଶରେ ଦିନକୁ ଦିନ ରେକର୍ଡ କରିବାରେ ଲାଗିଛି ମହାମାରୀ । ଦିନକୁ ଦିନ ଅଧିକରୁ ଅଧିକ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ରେକର୍ଡସଂଖ୍ୟକ ୧ ଲକ୍ଷ ୩୧ ହଜାର ୯୬୮  ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଏବଂ  ଓ ୭୮୦ ମୃତ୍ୟୁ ରେକର୍ଡ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧ ଲକ୍ଷ ୩୧ ହଜାର ୯୬୮  ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୩୦,୬୦, ୫୪୨ ରେ ପହଞ୍ଚିଛି। ଏଥି ସହିତ ଗତ ୨୪ ଘଣ୍ଟାରେ ହୋଇଥିବା ୭୮୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୭, ୬୪୨ରେ ପହଞ୍ଚିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର