ନେପାଳରେ ଅଘଟଣ: ନଦୀକୁ ଖସିଲା ଭାରତୀୟ ଯାତ୍ରୀବାହୀ ବସ୍, ୧୪ ମୃତ

The Sakala Picture
Published On

ନେପାଳ: ନେପାଳରେ ଅଘଟଣ। ୪୦ ଯାତ୍ରୀଙ୍କୁ ଧରି ଯାଉଥିବା ବସ୍‌ ନଦୀକୁ ଖସିପଡିଛି। ଫଳରେ ୧୪ ଜଣ ଭାରତୀୟଙ୍କ ମୃତ୍ୟୁ ହୋଇଥିବା ସୂଚନା। ନେପାଳ କାଠମାଣ୍ଡୁରୁ ପୋଖରା ଦେଇ ଯାଉଥିବା ବେଳେ ଏକ ଭାରତୀୟ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ମାର୍ସାଙ୍ଗଗଡ଼ି ନଦୀକୁ ଖସିପଡିଛି । ଫଳରେ ସେଥିରେ ଯାଉଥିବା ସମସ୍ତ ଭାରତୀୟଙ୍କ ମଧ୍ୟରୁ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୬ ଜଣ ଆହତ ହୋଇଥିବା ସୂଚନା।

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର