ପାକିସ୍ତାନରୁ ସମସ୍ତ ପ୍ରକାର ଆମଦାନୀ ଓ ରପ୍ତାନୀ ବ୍ୟାନ୍‌ କଲେ ଭାରତ ସରକାର

The Sakala Picture
Published On

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ ପଦକ୍ଷେପ ନେଇଛି । ଭାରତ ପକ୍ଷରୁ ପାକିସ୍ତାନରୁ ଆମଦାନୀ ରପ୍ତାନୀ ବନ୍ଦ କରାଯାଇଛି । ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ, ରପ୍ତାନୀ ବ୍ୟାନ୍ କରିଛନ୍ତି ଭାରତ ସରକାର। ଏନେଇ ବାଣିଜ୍ୟ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି । ବିଜ୍ଞପ୍ତିରେ କୁହାଯାଇଛି ଯେ, ଜାତୀୟ ସୁରକ୍ଷା ଏବଂ ସାର୍ବଜନୀନ ନୀତିର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ପ୍ରତିବନ୍ଧକ ଲଗାଯାଇଛି । ଏହି […]

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ ପଦକ୍ଷେପ ନେଇଛି । ଭାରତ ପକ୍ଷରୁ ପାକିସ୍ତାନରୁ ଆମଦାନୀ ରପ୍ତାନୀ ବନ୍ଦ କରାଯାଇଛି । ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ, ରପ୍ତାନୀ ବ୍ୟାନ୍ କରିଛନ୍ତି ଭାରତ ସରକାର। ଏନେଇ ବାଣିଜ୍ୟ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ରଣକ୍ଷେତ୍ର ପାଲଟିଲା ୟୁପିର ଶାହଜାହାନପୁର; ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରବଳ ପଥରମାଡ଼ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ

ବିଜ୍ଞପ୍ତିରେ କୁହାଯାଇଛି ଯେ, ଜାତୀୟ ସୁରକ୍ଷା ଏବଂ ସାର୍ବଜନୀନ ନୀତିର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ପ୍ରତିବନ୍ଧକ ଲଗାଯାଇଛି । ଏହି ପ୍ରତିବନ୍ଧକର ଯେକୌଣସି ବ୍ୟତିକ୍ରମ ପାଇଁ ଭାରତ ସରକାରଙ୍କ ଅନୁମୋଦନ ଆବଶ୍ୟକ ହେବ ।

ଆହୁରି ପଢ଼ନ୍ତୁ: ଅନିଲ ଅମ୍ବାନୀଙ୍କ ରିଲାଏନ୍ସ ପାୱାର ଉପରେ ଇଡିର ଚଢ଼ଉ: ମୁମ୍ବାଇ ଓ ହାଇଦ୍ରାବାଦର ୧୨ଟି ସ୍ଥାନରେ ଚାଲିଛି ତଲାସି

03 May 2025 By The Sakala

ପାକିସ୍ତାନରୁ ସମସ୍ତ ପ୍ରକାର ଆମଦାନୀ ଓ ରପ୍ତାନୀ ବ୍ୟାନ୍‌ କଲେ ଭାରତ ସରକାର

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ ପଦକ୍ଷେପ ନେଇଛି । ଭାରତ ପକ୍ଷରୁ ପାକିସ୍ତାନରୁ ଆମଦାନୀ ରପ୍ତାନୀ ବନ୍ଦ କରାଯାଇଛି । ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ, ରପ୍ତାନୀ ବ୍ୟାନ୍ କରିଛନ୍ତି ଭାରତ ସରକାର। ଏନେଇ ବାଣିଜ୍ୟ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି ।

ବିଜ୍ଞପ୍ତିରେ କୁହାଯାଇଛି ଯେ, ଜାତୀୟ ସୁରକ୍ଷା ଏବଂ ସାର୍ବଜନୀନ ନୀତିର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ପ୍ରତିବନ୍ଧକ ଲଗାଯାଇଛି । ଏହି ପ୍ରତିବନ୍ଧକର ଯେକୌଣସି ବ୍ୟତିକ୍ରମ ପାଇଁ ଭାରତ ସରକାରଙ୍କ ଅନୁମୋଦନ ଆବଶ୍ୟକ ହେବ ।

https://www.thesakala.in/national-international/indian-govt-bans-all-imports-and-exports-from-pakistan/article-40338
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର