ଇଣ୍ଡୋନେସିଆରେ ଭୟଙ୍କର ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୭.୩ ରେକର୍ଡ

The Sakala Picture
Published On

ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଭୟଙ୍କର ଭୂମିକମ୍ପ।  । ସୁମାତ୍ରା ଦ୍ବୀପରେ ଜୋରଦାର ଭୂକମ୍ପ ଝଟକା ଲାଗିଛି । ଇଣ୍ଡୋନେସିଆ ଜିୟୋଫିଜିକ୍ସ ରିପୋର୍ଟ ଅନୁଯାୟୀ, ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୩ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ସୁନାମୀ ସତର୍କତା ଜାରି କରାଯାଇଛି । ସ୍ଥାନୀୟ ସମୟ ଅନୁଯାୟୀ, ଭୂମିକମ୍ପ ପ୍ରାୟ ଭୋର ୩ଟା ସମୟରେ ଅନୁଭୂତ ହୋଇଥିଲା । ଭୂକମ୍ପ କ୍ଷୟକ୍ଷତି ବାବଦରେ କୌଣସି ସୂଚନା ମିଳିନାହିଁ ।

ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଭୟଙ୍କର ଭୂମିକମ୍ପ।  । ସୁମାତ୍ରା ଦ୍ବୀପରେ ଜୋରଦାର ଭୂକମ୍ପ ଝଟକା ଲାଗିଛି । ଇଣ୍ଡୋନେସିଆ ଜିୟୋଫିଜିକ୍ସ ରିପୋର୍ଟ ଅନୁଯାୟୀ, ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୩ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ସୁନାମୀ ସତର୍କତା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରୁ କାହିଁକି ହଟୁଛି ପୋଷ୍ଟ? ସେନ୍ସରସିପ୍ ଗୁଜବ ଉପରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଖୁଲାସା

ସ୍ଥାନୀୟ ସମୟ ଅନୁଯାୟୀ, ଭୂମିକମ୍ପ ପ୍ରାୟ ଭୋର ୩ଟା ସମୟରେ ଅନୁଭୂତ ହୋଇଥିଲା । ଭୂକମ୍ପ କ୍ଷୟକ୍ଷତି ବାବଦରେ କୌଣସି ସୂଚନା ମିଳିନାହିଁ ।

ଆହୁରି ପଢ଼ନ୍ତୁ: ପାକିସ୍ତାନ ସେନାର ଏମଆଇ-୧୭ ହେଲିକପ୍ଟର କ୍ରାସ୍: ସମସ୍ତ କର୍ମଚାରୀଙ୍କ ମୃତ୍ୟୁ

25 Apr 2023 By The Sakala

ଇଣ୍ଡୋନେସିଆରେ ଭୟଙ୍କର ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୭.୩ ରେକର୍ଡ

ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଭୟଙ୍କର ଭୂମିକମ୍ପ।  । ସୁମାତ୍ରା ଦ୍ବୀପରେ ଜୋରଦାର ଭୂକମ୍ପ ଝଟକା ଲାଗିଛି । ଇଣ୍ଡୋନେସିଆ ଜିୟୋଫିଜିକ୍ସ ରିପୋର୍ଟ ଅନୁଯାୟୀ, ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୩ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ସୁନାମୀ ସତର୍କତା ଜାରି କରାଯାଇଛି ।

ସ୍ଥାନୀୟ ସମୟ ଅନୁଯାୟୀ, ଭୂମିକମ୍ପ ପ୍ରାୟ ଭୋର ୩ଟା ସମୟରେ ଅନୁଭୂତ ହୋଇଥିଲା । ଭୂକମ୍ପ କ୍ଷୟକ୍ଷତି ବାବଦରେ କୌଣସି ସୂଚନା ମିଳିନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର