ନୂଆଦିଲ୍ଲୀ: ଟାଟା ଗ୍ରୁପ୍ ଅଧ୍ୟକ୍ଷ ରତନ ଟାଟାଙ୍କ ପରଲୋକ ଘଟିଛି।ମୁମ୍ବାଇର ଏକ ହସ୍ପିଟାଲରେ ୮୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୟସାଧିକ୍ୟ ରୋଗରେ ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ। ଏହି ଖବର ଜାଣିବାପରେ ଭାରତ ବର୍ଷରେ ଶୋକର ଛାୟା ଖେଳିଯାଇଛି। ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ବିଶିଷ୍ଟ ଲୋକ ଶୋକ ପ୍ରକାଶ କରିଛନ୍ତି।
ନୂଆଦିଲ୍ଲୀ: ଟାଟା ଗ୍ରୁପ୍ ଅଧ୍ୟକ୍ଷ ରତନ ଟାଟାଙ୍କ ପରଲୋକ ଘଟିଛି।ମୁମ୍ବାଇର ଏକ ହସ୍ପିଟାଲରେ ୮୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୟସାଧିକ୍ୟ ରୋଗରେ ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ।
ଏହି ଖବର ଜାଣିବାପରେ ଭାରତ ବର୍ଷରେ ଶୋକର ଛାୟା ଖେଳିଯାଇଛି। ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ବିଶିଷ୍ଟ ଲୋକ ଶୋକ ପ୍ରକାଶ କରିଛନ୍ତି।