ଅନ୍ତର୍ଜାତୀୟ ଯୋଗ ଦିବସ: ଶ୍ରୀନଗରରେ ଯୋଗ ଦିବସ ପାଳନ କଲେ ମୋଦୀ

The Sakala Picture
Published On

ନୂଆଦିଲ୍ଲୀ: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଚଳିତ ବର୍ଷ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରୁଛି ସାରା ବିଶ୍ୱ। ଚଳିତ ବର୍ଷ ଏହି ଦିବସରେ ଥିମ୍‌‌ ରହିଛି ‘ନିଜ ଓ ସମାଜ ପାଇଁ ଯୋଗ’। ଏହି ଅବସରରେ ଶ୍ରୀନଗରରେ ଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଡାଲ୍‌‌ ହ୍ରଦ ନିକଟରେ ଥିବା ଶୈର-ଏ-କଶ୍ମୀର ଇଣ୍ଟରନ୍ୟାସନାଲ ସେଣ୍ଟରରେ ଆୟୋଜିତ ଯୋଗ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ପ୍ରାୟ ୭ହଜାର ଲୋକଙ୍କ ସହ ସାମିଲ ହୋଇ ଯୋଗ କରିଛନ୍ତି ମୋଦୀ। […]

ନୂଆଦିଲ୍ଲୀ: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଚଳିତ ବର୍ଷ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରୁଛି ସାରା ବିଶ୍ୱ। ଚଳିତ ବର୍ଷ ଏହି ଦିବସରେ ଥିମ୍‌‌ ରହିଛି ‘ନିଜ ଓ ସମାଜ ପାଇଁ ଯୋଗ’। ଏହି ଅବସରରେ ଶ୍ରୀନଗରରେ ଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଡାଲ୍‌‌ ହ୍ରଦ ନିକଟରେ ଥିବା ଶୈର-ଏ-କଶ୍ମୀର ଇଣ୍ଟରନ୍ୟାସନାଲ ସେଣ୍ଟରରେ ଆୟୋଜିତ ଯୋଗ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ପ୍ରାୟ ୭ହଜାର ଲୋକଙ୍କ ସହ ସାମିଲ ହୋଇ ଯୋଗ କରିଛନ୍ତି ମୋଦୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଯୋଗ ପ୍ରତି ସାରା ବିଶ୍ୱ ଆକର୍ଷିତ ହୋଇଛି। ଦିନକୁ ଦିନ ଅଧିକରୁ ଅଧିକ ଲୋକ ଯୋଗାଭ୍ୟାସ କରୁଛନ୍ତି। ଶରୀର ଓ ମନକୁ ସୁସ୍ଥ ରଖିବା ପାଇଁ ଯୋଗ ଅତ୍ୟନ୍ତ ଆବଶ୍ୟକ।

ଆହୁରି ପଢ଼ନ୍ତୁ: ଇରାନରେ ଏହି ୮ ମହିଳାଙ୍କ ଫାଶୀ ଦଣ୍ଡାଦେଶକୁ ରୋକିବାକୁ ଟ୍ରମ୍ପଙ୍କ ଅପିଲ: ଜାଣନ୍ତୁ କିଏ ଏହି ମହିଳା...

21 Jun 2024 By The Sakala

ଅନ୍ତର୍ଜାତୀୟ ଯୋଗ ଦିବସ: ଶ୍ରୀନଗରରେ ଯୋଗ ଦିବସ ପାଳନ କଲେ ମୋଦୀ

ନୂଆଦିଲ୍ଲୀ: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଚଳିତ ବର୍ଷ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରୁଛି ସାରା ବିଶ୍ୱ। ଚଳିତ ବର୍ଷ ଏହି ଦିବସରେ ଥିମ୍‌‌ ରହିଛି ‘ନିଜ ଓ ସମାଜ ପାଇଁ ଯୋଗ’। ଏହି ଅବସରରେ ଶ୍ରୀନଗରରେ ଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଡାଲ୍‌‌ ହ୍ରଦ ନିକଟରେ ଥିବା ଶୈର-ଏ-କଶ୍ମୀର ଇଣ୍ଟରନ୍ୟାସନାଲ ସେଣ୍ଟରରେ ଆୟୋଜିତ ଯୋଗ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ପ୍ରାୟ ୭ହଜାର ଲୋକଙ୍କ ସହ ସାମିଲ ହୋଇ ଯୋଗ କରିଛନ୍ତି ମୋଦୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଯୋଗ ପ୍ରତି ସାରା ବିଶ୍ୱ ଆକର୍ଷିତ ହୋଇଛି। ଦିନକୁ ଦିନ ଅଧିକରୁ ଅଧିକ ଲୋକ ଯୋଗାଭ୍ୟାସ କରୁଛନ୍ତି। ଶରୀର ଓ ମନକୁ ସୁସ୍ଥ ରଖିବା ପାଇଁ ଯୋଗ ଅତ୍ୟନ୍ତ ଆବଶ୍ୟକ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର