ଗୁଜରାଟ ବିଧାନସଭା ନିର୍ବାଚନ: ଆପ୍ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ଇସୁଦାନ ଗାଧ୍ବୀ
ନୂଆଦିଲ୍ଲୀ: ଗୁଜରାଟରେ ଆପ୍ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ଇସୁଦାନ ଗାଧ୍ବୀ। ଏନେଇ ଘୋଷଣା କରିଛନ୍ତି ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ବାଲ । ଭୋଟରଙ୍କ ଚଏସ ଅନୁସାରେ ଗାଧ୍ବୀଙ୍କୁ ସିଏମ ପ୍ରାର୍ଥୀ ଘୋଷଣା କରାଯାଇଛି। ଗାଧ୍ବୀ ହେଉଛନ୍ତି ଗୁଜରାଟର ଜଣେ ଲୋକପ୍ରିୟ ଟିଭି ସାମ୍ବାଦିକ ଓ ଆଙ୍କର। ଗାଧ୍ବୀ ଖାମ୍ବଲିଆ, ଜାମନଗର ଓ ଅହମଦାବାଦରେ ଅଧ୍ୟୟନ କରିଛନ୍ତି। ସେ ଜଣେ କମର୍ସ ଗ୍ରାଜୁଏଟ ଏବଂ ଗୁଜରାଟ ବିଦ୍ୟାପୀଠ, ଅହମଦାବାଦରୁ ୨୦୦୫ରେ ସେ ଜର୍ଣ୍ଣାଲିଜିମ୍ ଓ ମାସ୍ କମ୍ୟୁନିକେସନରେ ମାଷ୍ଟର […]
ନୂଆଦିଲ୍ଲୀ: ଗୁଜରାଟରେ ଆପ୍ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ଇସୁଦାନ ଗାଧ୍ବୀ। ଏନେଇ ଘୋଷଣା କରିଛନ୍ତି ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ବାଲ । ଭୋଟରଙ୍କ ଚଏସ ଅନୁସାରେ ଗାଧ୍ବୀଙ୍କୁ ସିଏମ ପ୍ରାର୍ଥୀ ଘୋଷଣା କରାଯାଇଛି। ଗାଧ୍ବୀ ହେଉଛନ୍ତି ଗୁଜରାଟର ଜଣେ ଲୋକପ୍ରିୟ ଟିଭି ସାମ୍ବାଦିକ ଓ ଆଙ୍କର।
ଗାଧ୍ବୀ ଖାମ୍ବଲିଆ, ଜାମନଗର ଓ ଅହମଦାବାଦରେ ଅଧ୍ୟୟନ କରିଛନ୍ତି। ସେ ଜଣେ କମର୍ସ ଗ୍ରାଜୁଏଟ ଏବଂ ଗୁଜରାଟ ବିଦ୍ୟାପୀଠ, ଅହମଦାବାଦରୁ ୨୦୦୫ରେ ସେ ଜର୍ଣ୍ଣାଲିଜିମ୍ ଓ ମାସ୍ କମ୍ୟୁନିକେସନରେ ମାଷ୍ଟର ଡିଗ୍ରୀ କରିଛନ୍ତି। ମାତ୍ର ୩୨ ବର୍ଷ ବୟସରେ ଭିଟିଭି ନ୍ୟୁଜ୍ର ଏଡିଟର ହୋଇପାରିଛନ୍ତି। ୨୦୦୧ ଜୁନ୍ ପହିଲାରେ ସେ ତାଙ୍କ ଟିଭି ଚାକିରି ଛାଡ଼ି ଜୁନ୍ ୧୪ରେ ଆପ୍ରେ ଯୋଗ ଦେଇଛନ୍ତି। ତେବେ ବିଜେପି ଓ କଂଗ୍ରେସରୁ ମଧ୍ୟ ତାଙ୍କୁ ଅଫର ମିଳିଥିଲା ।