ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୬ମାଓବାଦୀ, ନିହତଙ୍କ ମଧ୍ୟରେ ଜଣେ ଟପ୍ ମାଓନେତା ଥିବା ସୂଚନା

Madhusudan Das Picture
Published On

ଆନ୍ଧ୍ରପ୍ରଦେଶ: ଆନ୍ଧ୍ର ପ୍ରଦେଶରେ ସୁରକ୍ଷାକର୍ମୀଙ୍କ ବଡ଼ଧରଣର ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ ହୋଇଛନ୍ତି । ନିହତଙ୍କ ମଧ୍ୟରେ ଜଣେ ଟପ୍ ମାଓନେତା ଥିବା ସୂଚନା । ଆଲୁରି ସୀତାରାମ ରାଜୁ ଜିଲ୍ଲା ମେରେଡୁମୁଲିରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟବେଳେ ୬ ମାଓବାଦୀ ମୃତ୍ୟୁବରଣ କରିଥିବା ସୂଚନା । ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟପ୍ ମାଓନେତା ମାଡଭି ହିଡମାର ମୃତ୍ୟୁ ହୋଇଥିବା ନେଇ ମିଳିଛି ସୂଚନା । ବର୍ତ୍ତମାନ ବି ସେଠାରେ ବଡ଼ କମ୍ବିଂ ଅପରେସନ ଚାଲିଛି ବୋଲି କହିଛନ୍ତି ଡିଜିପି ହରିଶ କୁମାର ଗୁପ୍ତା । 

ଆହୁରି ପଢ଼ନ୍ତୁ: ସାରା ରାଜ୍ୟରେ ଶୀତ ଲହରୀ ଜାରି; ୫ ଡିଗ୍ରୀକୁ ଖସିଲା ପାରଦ, ଆହୁରି ଦୁଇ ଦିନ ହାଡ଼ଭଙ୍ଗା ଶୀତ

Join Us @ WhatsApp

About The Author

Google News
Join Us @ WhatsApp