ଘାଟିରେ ଓଲଟିଲା କାର୍: ୫ ଶିଶୁ ସମେତ ୮ ଜଣଙ୍କ ମୃତ୍ୟୁ

The Sakala Picture
Published On

ଜାମ୍ମୁକାଶ୍ମୀର ଅନନ୍ତନାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ଘାଟିରେ ଓଲଟି ପଡିଛି। ଫଳରେ ଏହି ଦୁର୍ଘଟଣାରେ ୫ ଶିଶୁ ସମେତ ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। କୋକେରନାଗ ଡୋକସୁମ ଅଞ୍ଚଳରେ ଘଟିଛି ଏ ଦୁର୍ଘଟଣା। ମୃତକଙ୍କ ମଧ୍ୟରେ ଅଛନ୍ତି ଜଣେ ପୁଲିସ କର୍ମଚାରୀ। ଘଟଣାସ୍ଥଳରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଦ୍ଧାରକାଯ୍ୟ ଜାରି ରହିଛି। ସମସ୍ତ ମୃତକ କିଶତୱାଡର ନିବାସୀ ବୋଲି ଜଣାପଡ଼ିଛି।  

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର