ପୁଞ୍ଚରେ ଭୟଙ୍କର ସଡ଼କ ଦୁର୍ଘଟଣା: ଘାଟି ତଳକୁ ଖସିଲା ଯାତ୍ରୀବାହୀ ବସ୍, ୧୨ ମୃତ ଓ ୩୦ ଗୁରୁତର

The Sakala Picture
Published On

ପୁଞ୍ଚ: ଜାମ୍ମୁ-କାଶ୍ମୀର ପୁଞ୍ଚ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା । ବରରୀ ବହ୍ଲା ନିକଟରେ ଏକ ଯାତ୍ରୀବାହୀ ବସ୍‌ ଘାଟି ତଳକୁ ଖସି ପଡ଼ିବାରୁ ୧୨ଜଣଙ୍କର ମୃତ୍ଯୁ ଘଟିଛି। ବସରେ ଥିବା ଅନ୍ୟ ୩୦ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।  ଅହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରୁ ୫ ଜଣଙ୍କୁ ଜିଲ୍ଲା ଡାକ୍ତରଖାନାରୁ ଜମ୍ମୁର ଜେଏମସି ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି। ମଣ୍ଡିରୁ ସୌଜିଆନ ଯାଉଥିବା ବେଳେ ବସଟି ଏକ ଘାଟିରୁ […]

ପୁଞ୍ଚ: ଜାମ୍ମୁ-କାଶ୍ମୀର ପୁଞ୍ଚ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା । ବରରୀ ବହ୍ଲା ନିକଟରେ ଏକ ଯାତ୍ରୀବାହୀ ବସ୍‌ ଘାଟି ତଳକୁ ଖସି ପଡ଼ିବାରୁ ୧୨ଜଣଙ୍କର ମୃତ୍ଯୁ ଘଟିଛି। ବସରେ ଥିବା ଅନ୍ୟ ୩୦ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।  ଅହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରୁ ୫ ଜଣଙ୍କୁ ଜିଲ୍ଲା ଡାକ୍ତରଖାନାରୁ ଜମ୍ମୁର ଜେଏମସି ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି। ମଣ୍ଡିରୁ ସୌଜିଆନ ଯାଉଥିବା ବେଳେ ବସଟି ଏକ ଘାଟିରୁ ଖସି ପଡ଼ିଥିଲା ।

ଆହୁରି ପଢ଼ନ୍ତୁ: ଦୃଷ୍ଟିହୀନତା ହାରିଲା, ମା’ଙ୍କ ତପସ୍ୟା ଜିତିଲା: ୟୁପିଏସସିରେ ୨୦ ତମ ର଼୍ୟାଙ୍କ ହାସଲ କଲେ ନୱାଦାର ରବି ରାଜ

ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିବା ବେଳେ ପରେ ପୁଲିସ ଓ ଆର୍ମି ଯବାନ ସାମିଲ ହୋଇଛନ୍ତି । ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେବାକୁ  ଜାମ୍ମୁ-କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଘୋଷଣା କରିଛନ୍ତି। ଏହାସହ ଆହତମାନଙ୍କୁ ଆବଶ୍ୟକ ଚିକିତ୍ସା ଯୋଗାଇବାକୁ ଉପରାଜ୍ୟପାଳ ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଶତ୍ରୁ ଶିବିରରେ ହାହାକାର ସୃଷ୍ଟି କରିବ ‘ପ୍ରୋଜେକ୍ଟ କାଲ୍’: ଭାରତ ପ୍ରସ୍ତୁତ କରୁଛି ୧୦୦୦ କିମି ରେଞ୍ଜର ଘାତକ ଡ୍ରୋନ୍

14 Sep 2022 By The Sakala

ପୁଞ୍ଚରେ ଭୟଙ୍କର ସଡ଼କ ଦୁର୍ଘଟଣା: ଘାଟି ତଳକୁ ଖସିଲା ଯାତ୍ରୀବାହୀ ବସ୍, ୧୨ ମୃତ ଓ ୩୦ ଗୁରୁତର

ପୁଞ୍ଚ: ଜାମ୍ମୁ-କାଶ୍ମୀର ପୁଞ୍ଚ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା । ବରରୀ ବହ୍ଲା ନିକଟରେ ଏକ ଯାତ୍ରୀବାହୀ ବସ୍‌ ଘାଟି ତଳକୁ ଖସି ପଡ଼ିବାରୁ ୧୨ଜଣଙ୍କର ମୃତ୍ଯୁ ଘଟିଛି। ବସରେ ଥିବା ଅନ୍ୟ ୩୦ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।  ଅହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରୁ ୫ ଜଣଙ୍କୁ ଜିଲ୍ଲା ଡାକ୍ତରଖାନାରୁ ଜମ୍ମୁର ଜେଏମସି ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି। ମଣ୍ଡିରୁ ସୌଜିଆନ ଯାଉଥିବା ବେଳେ ବସଟି ଏକ ଘାଟିରୁ ଖସି ପଡ଼ିଥିଲା ।

ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିବା ବେଳେ ପରେ ପୁଲିସ ଓ ଆର୍ମି ଯବାନ ସାମିଲ ହୋଇଛନ୍ତି । ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେବାକୁ  ଜାମ୍ମୁ-କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଘୋଷଣା କରିଛନ୍ତି। ଏହାସହ ଆହତମାନଙ୍କୁ ଆବଶ୍ୟକ ଚିକିତ୍ସା ଯୋଗାଇବାକୁ ଉପରାଜ୍ୟପାଳ ନିର୍ଦ୍ଦେଶ ଦେଇଛନ୍ତି ।

https://www.thesakala.in/national-international/jammu-kashmir-bus-accident-update-news-poonch/article-14963
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର