ଯବାନଙ୍କ ଗୁଳିରେ ଯବାନ ନିହତ, ଚାଲିଗଲା ୪ ଯବାନଙ୍କ ଜୀବନ

The Sakala Picture
Published On

ସୁକମା: ଛତିଶଗଡ଼ ସୁକମା ଜିଲ୍ଲା ମାରାଇଗୁଡ଼ା ସିଆରପିଏଫ କ୍ୟାମ୍ପରେ ଗୁଳିକାଣ୍ଡ । ସାଥୀ ଯବାନଙ୍କ ଗୁଳିରେ ଚାଲିଗଲା ୪ ଯବାନଙ୍କ ଜୀବନ। ୩ ଜଣ ଗୁରୁତର । ମୃତ ଯବାନମାନେ ହେଲେ ଧାନଜୀ, ରାଜୀବ ମଣ୍ଡଳ, ରାଜମଣି କୁମାର ଯାଦବ ଓ ଧର୍ମେନ୍ଦ୍ର କୁମାର। ସେହିପରି ଗୁରୁତରମାନେ ହେଲେ ଧନଞ୍ଜୟ କୁମାର ସିଂ, ଧର୍ମାତ୍ମା କୁମାର ଓ ମଳୟ ରଞ୍ଜନ ମହାରଣା। ଗୁରୁତର ଯବାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସମସ୍ତ ମୃତାହତ ସିଆରପିଏଫ ୫୦ ବାଟାଲିୟନର […]

ସୁକମା: ଛତିଶଗଡ଼ ସୁକମା ଜିଲ୍ଲା ମାରାଇଗୁଡ଼ା ସିଆରପିଏଫ କ୍ୟାମ୍ପରେ ଗୁଳିକାଣ୍ଡ । ସାଥୀ ଯବାନଙ୍କ ଗୁଳିରେ ଚାଲିଗଲା ୪ ଯବାନଙ୍କ ଜୀବନ। ୩ ଜଣ ଗୁରୁତର । ମୃତ ଯବାନମାନେ ହେଲେ ଧାନଜୀ, ରାଜୀବ ମଣ୍ଡଳ, ରାଜମଣି କୁମାର ଯାଦବ ଓ ଧର୍ମେନ୍ଦ୍ର କୁମାର। ସେହିପରି ଗୁରୁତରମାନେ ହେଲେ ଧନଞ୍ଜୟ କୁମାର ସିଂ, ଧର୍ମାତ୍ମା କୁମାର ଓ ମଳୟ ରଞ୍ଜନ ମହାରଣା।

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

ଗୁରୁତର ଯବାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସମସ୍ତ ମୃତାହତ ସିଆରପିଏଫ ୫୦ ବାଟାଲିୟନର ଯବାନ । ପରସ୍ପର ମଧ୍ୟରେ ଝଗଡ଼ା ପରେ ଯବାନ ଜଣକ ନିଜ ସର୍ଭିସ ବନ୍ଧୁକରୁ ଗୁଳିମାଡ଼ କରିଥିବା ଜଣାପଡିଛି । ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସୁକମା ଏସପି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନରେ ୨୭ ଘଣ୍ଟା ପରେ ରେସ୍କ୍ୟୁ ଅପରେସନ୍ ଶେଷ, ୭ ମୃତକଙ୍କ ମଧ୍ୟରେ ୫ ଛାତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର