ମନୋରଞ୍ଜନ
ଓଡ଼ିଶା
ଜନସନ୍ ଆଣ୍ଡ ଜନସନ କମ୍ପାନୀର ସିଙ୍ଗଲ ଡୋଜ କରୋନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଭାରତରେ ମିଳିଲା ଅନୁମତି
ନୂଆଦିଲ୍ଲୀ: ଭାରତକୁ ମିଳିଲା ଆଉ ଏକ କୋରୋନା ଟିକା । ଜନସନ୍ ଆଣ୍ଡ ଜନସନ କମ୍ପାନୀର ସିଙ୍ଗଲ ଡୋଜ କରୋନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଭାରତରେ ମିଳିଲା ଅନୁମତି । ଟ୍ବିଟ୍ କରି ସୂଚନା ଦେଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନ୍ସୁଖ ମାଣ୍ଡଭିୟ । ଏହାକୁ ମିଶାଇ ଭାରତ ସରକାର ଏପର୍ଯ୍ୟନ୍ତ ୫ ଟି ଟିକାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । Johnson and Johnson’s single-dose #COVID19 vaccine is given approval for Emergency Use […]
ନୂଆଦିଲ୍ଲୀ: ଭାରତକୁ ମିଳିଲା ଆଉ ଏକ କୋରୋନା ଟିକା । ଜନସନ୍ ଆଣ୍ଡ ଜନସନ କମ୍ପାନୀର ସିଙ୍ଗଲ ଡୋଜ କରୋନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଭାରତରେ ମିଳିଲା ଅନୁମତି । ଟ୍ବିଟ୍ କରି ସୂଚନା ଦେଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନ୍ସୁଖ ମାଣ୍ଡଭିୟ । ଏହାକୁ ମିଶାଇ ଭାରତ ସରକାର ଏପର୍ଯ୍ୟନ୍ତ ୫ ଟି ଟିକାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ।
ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ
Johnson and Johnson’s single-dose #COVID19 vaccine is given approval for Emergency Use in India, tweets Union Health Minister Mansukh Mandaviya pic.twitter.com/52l7zHP7qC
ଆହୁରି ପଢ଼ନ୍ତୁ: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲରୁ ଜୀବନ୍ତ ଉଦ୍ଧାର ହେଲେ ଦୁଇ ଶ୍ରମିକ— ANI (@ANI) August 7, 2021
ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!






