ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ୟୁୟୁ ଲଳିତ
ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟର ୪୯ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ୟୁ ୟୁ ଲଳିତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ସୂଚନା ଅନୁଯାୟୀ, ଶୁକ୍ରବାର ସୁପ୍ରିମ୍ କୋର୍ଟର ୪୮ତମ ପ୍ରଧାନବିଚାରପତି ଜଷ୍ଟିସ୍ ଏନ୍ .ଭି. ରମଣା ଅବସର ଗ୍ରହଣ କରିଥିଲେ । ଏକ ଭାବବିହ୍ୱଳ ପରିବେଶରେ ବିଦାୟ ନେଇଥିଲେ ଏନ.ଭି. ରମଣା।
ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟର ୪୯ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ୟୁ ୟୁ ଲଳିତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି ।
ଆହୁରି ପଢ଼ନ୍ତୁ: ଆଦିତ୍ୟ ଠାକରେ ଓ ଅନିଲ ଦେଶମୁଖଙ୍କୁ ୫୦୦ କୋଟି ଟଙ୍କାର ମାନହାନି ନୋଟିସ୍ ପଠାଇଲେ ଦିଶା ସାଲିଆନଙ୍କ ବାପା
ସୂଚନା ଅନୁଯାୟୀ, ଶୁକ୍ରବାର ସୁପ୍ରିମ୍ କୋର୍ଟର ୪୮ତମ ପ୍ରଧାନବିଚାରପତି ଜଷ୍ଟିସ୍ ଏନ୍ .ଭି. ରମଣା ଅବସର ଗ୍ରହଣ କରିଥିଲେ । ଏକ ଭାବବିହ୍ୱଳ ପରିବେଶରେ ବିଦାୟ ନେଇଥିଲେ ଏନ.ଭି. ରମଣା।
ଆହୁରି ପଢ଼ନ୍ତୁ: ଦୁଇ କୋରିଆ ସୀମାରେ ଭୟଙ୍କର ବିସ୍ଫୋରଣ: ୩ ସେନା ଅଧିକାରୀ ଗୁରୁତର






