କମେଡି କିଙ୍ଗ କପିଲ ଶର୍ମାଙ୍କ ସହ ୪ ବଲିଉଡ୍‌ ଷ୍ଟାରଙ୍କୁ ହତ୍ୟା ଧମକ

The Sakala Picture
Published On

ନୂଆଦିଲ୍ଲୀ: ପୁଣି ବଲିଉଡ ଅଭିନେତାଙ୍କୁ ହତ୍ୟାଧମକ।ହାସ୍ୟାଭିନେତା କପିଲ ଶର୍ମାଙ୍କ ସମେତ ଅଭିନେତା ରାଜପାଲ ଯାଦବ, କୋରିଓଗ୍ରାଫର ରେମୋ ଡିସୌଜା, କମେଡିଆନ ସୁଗନ୍ଧା ମିଶ୍ରଙ୍କୁ ହତ୍ୟା ଧମକ ମିଳିଛି।ପାକିସ୍ତାନରୁ ମେଲ୍‌  ଜରିଆରେ ଏହି ଧମକ ଦିଆଯାଇଛି। ଏହା ସହିତ ସେମାନଙ୍କ ପରିବାର, ବନ୍ଧୁ ଏବଂ ପଡ଼ୋଶୀମାନଙ୍କୁ ମଧ୍ୟ ଟାର୍ଗେଟ କରାଯାଇଛି। ଏ ସମ୍ପର୍କରେ ଅଭିନେତା ରାଜପାଲ ଯାଦବ ଥାନାରେ ଅଭିଯୋଗ କରିବା ପରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।ପ୍ରାଥମିକ ତଦନ୍ତରୁ ମେଲଗୁଡ଼ିକ ପାକିସ୍ତାନରୁ ଆସିଥିବା […]

ନୂଆଦିଲ୍ଲୀ: ପୁଣି ବଲିଉଡ ଅଭିନେତାଙ୍କୁ ହତ୍ୟାଧମକ।ହାସ୍ୟାଭିନେତା କପିଲ ଶର୍ମାଙ୍କ ସମେତ ଅଭିନେତା ରାଜପାଲ ଯାଦବ, କୋରିଓଗ୍ରାଫର ରେମୋ ଡିସୌଜା, କମେଡିଆନ ସୁଗନ୍ଧା ମିଶ୍ରଙ୍କୁ ହତ୍ୟା ଧମକ ମିଳିଛି।ପାକିସ୍ତାନରୁ ମେଲ୍‌  ଜରିଆରେ ଏହି ଧମକ ଦିଆଯାଇଛି। ଏହା ସହିତ ସେମାନଙ୍କ ପରିବାର, ବନ୍ଧୁ ଏବଂ ପଡ଼ୋଶୀମାନଙ୍କୁ ମଧ୍ୟ ଟାର୍ଗେଟ କରାଯାଇଛି। ଏ ସମ୍ପର୍କରେ ଅଭିନେତା ରାଜପାଲ ଯାଦବ ଥାନାରେ ଅଭିଯୋଗ କରିବା ପରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।ପ୍ରାଥମିକ ତଦନ୍ତରୁ ମେଲଗୁଡ଼ିକ ପାକିସ୍ତାନରୁ ଆସିଥିବା ଜଣାପଡ଼ିଛି ବୋଲି ପୁଲିସ କହିଛି।

ଆହୁରି ପଢ଼ନ୍ତୁ: ମୋବାଇଲରେ 'ରିଲ୍ସ' ଦେଖିବାକୁ କେନ୍ଦ୍ର କରି ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର