HMVP ଭୁତାଣୁ: ବେଙ୍ଗାଲୁରୁରେ ୨ ଆକ୍ରାନ୍ତ ଚିହ୍ନଟ ପରେ ମାସ୍କ ପିନ୍ଧିବାକୁ କର୍ଣ୍ଣାଟକ ସରକାରଙ୍କ ପରାମର୍ଶ

The Sakala Picture
Published On

ବେଙ୍ଗାଲୁରୁ: ପୁଣି ଫେରିଲା ମାସ୍କ । ବେଙ୍ଗାଲୁରୁରେ ୨ ଏଚଏମପିଭି ସଂକ୍ରମିତ ଚିହ୍ନଟ ପରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ କର୍ଣ୍ଣାଟକ ସରକାର।  ଗହଳି ସ୍ଥାନରେ ମାସ୍କ ପିନ୍ଧିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ମାସ୍କ ପିନ୍ଧିଲେ ସଂକ୍ରମଣ କମିବ ବୋଲି ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏଚଏମପିଭି ଲକ୍ଷଣ ଥିଲେ ଗହଳି ସ୍ଥାନକୁ ଯିବା ବାରଣ କରାଯିବା ସହ ଛିଙ୍କ, କାଶ ବେଳେ ପାଟି ଓ ନାକ କଭର କରିବାକୁ ପରାମର୍ଶ ଦେଇଛନ୍ତି […]

ବେଙ୍ଗାଲୁରୁ: ପୁଣି ଫେରିଲା ମାସ୍କ । ବେଙ୍ଗାଲୁରୁରେ ୨ ଏଚଏମପିଭି ସଂକ୍ରମିତ ଚିହ୍ନଟ ପରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ କର୍ଣ୍ଣାଟକ ସରକାର।  ଗହଳି ସ୍ଥାନରେ ମାସ୍କ ପିନ୍ଧିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ମାସ୍କ ପିନ୍ଧିଲେ ସଂକ୍ରମଣ କମିବ ବୋଲି ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏଚଏମପିଭି ଲକ୍ଷଣ ଥିଲେ ଗହଳି ସ୍ଥାନକୁ ଯିବା ବାରଣ କରାଯିବା ସହ ଛିଙ୍କ, କାଶ ବେଳେ ପାଟି ଓ ନାକ କଭର କରିବାକୁ ପରାମର୍ଶ ଦେଇଛନ୍ତି ସରକାର।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

06 Jan 2025 By The Sakala

HMVP ଭୁତାଣୁ: ବେଙ୍ଗାଲୁରୁରେ ୨ ଆକ୍ରାନ୍ତ ଚିହ୍ନଟ ପରେ ମାସ୍କ ପିନ୍ଧିବାକୁ କର୍ଣ୍ଣାଟକ ସରକାରଙ୍କ ପରାମର୍ଶ

ବେଙ୍ଗାଲୁରୁ: ପୁଣି ଫେରିଲା ମାସ୍କ । ବେଙ୍ଗାଲୁରୁରେ ୨ ଏଚଏମପିଭି ସଂକ୍ରମିତ ଚିହ୍ନଟ ପରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ କର୍ଣ୍ଣାଟକ ସରକାର।  ଗହଳି ସ୍ଥାନରେ ମାସ୍କ ପିନ୍ଧିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ମାସ୍କ ପିନ୍ଧିଲେ ସଂକ୍ରମଣ କମିବ ବୋଲି ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏଚଏମପିଭି ଲକ୍ଷଣ ଥିଲେ ଗହଳି ସ୍ଥାନକୁ ଯିବା ବାରଣ କରାଯିବା ସହ ଛିଙ୍କ, କାଶ ବେଳେ ପାଟି ଓ ନାକ କଭର କରିବାକୁ ପରାମର୍ଶ ଦେଇଛନ୍ତି ସରକାର।

https://www.thesakala.in/national-international/karnatakas-mask-in-public-hmpv-advisory-after-2-cases-in-bengaluru/article-37803
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର