ବେଙ୍ଗାଲୁରୁ: ପୁଣି ଫେରିଲା ମାସ୍କ । ବେଙ୍ଗାଲୁରୁରେ ୨ ଏଚଏମପିଭି ସଂକ୍ରମିତ ଚିହ୍ନଟ ପରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ କର୍ଣ୍ଣାଟକ ସରକାର। ଗହଳି ସ୍ଥାନରେ ମାସ୍କ ପିନ୍ଧିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ମାସ୍କ ପିନ୍ଧିଲେ ସଂକ୍ରମଣ କମିବ ବୋଲି ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏଚଏମପିଭି ଲକ୍ଷଣ ଥିଲେ ଗହଳି ସ୍ଥାନକୁ ଯିବା ବାରଣ କରାଯିବା ସହ ଛିଙ୍କ, କାଶ ବେଳେ ପାଟି ଓ ନାକ କଭର କରିବାକୁ ପରାମର୍ଶ ଦେଇଛନ୍ତି ସରକାର।
HMVP ଭୁତାଣୁ: ବେଙ୍ଗାଲୁରୁରେ ୨ ଆକ୍ରାନ୍ତ ଚିହ୍ନଟ ପରେ ମାସ୍କ ପିନ୍ଧିବାକୁ କର୍ଣ୍ଣାଟକ ସରକାରଙ୍କ ପରାମର୍ଶ
ବେଙ୍ଗାଲୁରୁ: ପୁଣି ଫେରିଲା ମାସ୍କ । ବେଙ୍ଗାଲୁରୁରେ ୨ ଏଚଏମପିଭି ସଂକ୍ରମିତ ଚିହ୍ନଟ ପରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ କର୍ଣ୍ଣାଟକ ସରକାର। ଗହଳି ସ୍ଥାନରେ ମାସ୍କ ପିନ୍ଧିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ମାସ୍କ ପିନ୍ଧିଲେ ସଂକ୍ରମଣ କମିବ ବୋଲି ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏଚଏମପିଭି ଲକ୍ଷଣ ଥିଲେ ଗହଳି ସ୍ଥାନକୁ ଯିବା ବାରଣ କରାଯିବା ସହ ଛିଙ୍କ, କାଶ ବେଳେ ପାଟି ଓ ନାକ କଭର କରିବାକୁ ପରାମର୍ଶ ଦେଇଛନ୍ତି […]