କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

The Sakala Picture
Published On

ଭୁବନେଶ୍ୱର: କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଚଳିତ ବର୍ଷ ନିର୍ଦ୍ଧାରିତ ସମୟ ପୂର୍ବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । ନିର୍ଦ୍ଧାରିତ ତାରିଖ ଜୁନ ୧ର ୩ ଦିନ ଆଗରୁ ଆଜି କେରଳ ପହଞ୍ଚିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ କେରଳରେ ବର୍ଷା ଲାଗି ରହିଛି । ପୂର୍ବରୁ ଆଣ୍ଡାମାନରେ ନିର୍ଦ୍ଧାରିତ ସମୟର ୫ ଦିନ ପୂର୍ବରୁ ମୌସୁମୀ ଛୁଇଁଥିଲା । ମୌସୁମୀ କେରଳ ଛୁଇଁବାର ୧୦ ଦିନ ମଧ୍ୟରେ ଓଡ଼ିଶାରେ […]

ଭୁବନେଶ୍ୱର: କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଚଳିତ ବର୍ଷ ନିର୍ଦ୍ଧାରିତ ସମୟ ପୂର୍ବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । ନିର୍ଦ୍ଧାରିତ ତାରିଖ ଜୁନ ୧ର ୩ ଦିନ ଆଗରୁ ଆଜି କେରଳ ପହଞ୍ଚିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ କେରଳରେ ବର୍ଷା ଲାଗି ରହିଛି । ପୂର୍ବରୁ ଆଣ୍ଡାମାନରେ ନିର୍ଦ୍ଧାରିତ ସମୟର ୫ ଦିନ ପୂର୍ବରୁ ମୌସୁମୀ ଛୁଇଁଥିଲା । ମୌସୁମୀ କେରଳ ଛୁଇଁବାର ୧୦ ଦିନ ମଧ୍ୟରେ ଓଡ଼ିଶାରେ ପହିଞ୍ଚିଥିଲା ।

ଆହୁରି ପଢ଼ନ୍ତୁ: ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା: ବୈଦିକ ମନ୍ତ୍ରୋଚ୍ଚାରଣ ସହ ଖୋଲିଲା ବଦ୍ରୀନାଥ ଧାମର କପାଟ

ଆଶା କରାଯାଉଛି ଜୁନ୍ ୧୦ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ । ମୌସୁମୀ କେରଳ ଛୁଇଁବା ପରେ ଚାଷୀମାନଙ୍କ ମଧ୍ୟରେ ଉତ୍ସାହ ଦେଖା ଦେଇଛି । ଅନ୍ୟପଟେ ରାଜ୍ୟରେ ଅସହ୍ୟ ଗରମ ସହ ଗୁଳଗୁଳି ଲାଗି ରହିଛି । ମେ ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଛୁଇଁଥିଲା । ଯାହାପରେ ଏବର୍ଷ ମୌସୁମୀ ଶୀଘ୍ର ଆସିବା ନେଇ ଆଶା ବଢ଼ିଥିଲା ।

ଆହୁରି ପଢ଼ନ୍ତୁ: ପଶ୍ଚିମବଙ୍ଗ ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ରେକର୍ଡ ୯୨% ମତଦାନ, ଏହି ଭୋଟ୍ ସୁନାମି ବିଜେପି ନା ମମତା କାହାକୁ ଦେବ ଫାଇଦା?

29 May 2022 By The Sakala

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର: କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଚଳିତ ବର୍ଷ ନିର୍ଦ୍ଧାରିତ ସମୟ ପୂର୍ବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । ନିର୍ଦ୍ଧାରିତ ତାରିଖ ଜୁନ ୧ର ୩ ଦିନ ଆଗରୁ ଆଜି କେରଳ ପହଞ୍ଚିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ କେରଳରେ ବର୍ଷା ଲାଗି ରହିଛି । ପୂର୍ବରୁ ଆଣ୍ଡାମାନରେ ନିର୍ଦ୍ଧାରିତ ସମୟର ୫ ଦିନ ପୂର୍ବରୁ ମୌସୁମୀ ଛୁଇଁଥିଲା । ମୌସୁମୀ କେରଳ ଛୁଇଁବାର ୧୦ ଦିନ ମଧ୍ୟରେ ଓଡ଼ିଶାରେ ପହିଞ୍ଚିଥିଲା ।

ଆଶା କରାଯାଉଛି ଜୁନ୍ ୧୦ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ । ମୌସୁମୀ କେରଳ ଛୁଇଁବା ପରେ ଚାଷୀମାନଙ୍କ ମଧ୍ୟରେ ଉତ୍ସାହ ଦେଖା ଦେଇଛି । ଅନ୍ୟପଟେ ରାଜ୍ୟରେ ଅସହ୍ୟ ଗରମ ସହ ଗୁଳଗୁଳି ଲାଗି ରହିଛି । ମେ ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଛୁଇଁଥିଲା । ଯାହାପରେ ଏବର୍ଷ ମୌସୁମୀ ଶୀଘ୍ର ଆସିବା ନେଇ ଆଶା ବଢ଼ିଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର