ଚାରା ଦୁର୍ନୀତିର ଅନ୍ୟ ଏକ ମାମଲାରେ ଲାଲୁ ଯାଦବ ଦୋଷୀ

The Sakala Picture
Published On

ରାଞ୍ଚି : ଚାରା ଘୋଟାଲା ମାମଲାରେ ପୁଣି ଥରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଲାଲୁ ଯାଦବ। ଚାରା ଘୋଟାଲାର ପଞ୍ଚମ କେସରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଆରଜେଡି ସୁପ୍ରିମୋ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁପ୍ରସାଦ ଯାଦବ । ରାଞ୍ଚି ସ୍ଥିତ ସିବିଆଇର ସ୍ପେଶାଲ କୋର୍ଟ ଏହି ରାୟ ଦେଇଛନ୍ତି । କିନ୍ତୁ ବର୍ତ୍ତମାନ ସୁଦ୍ଧା ଦଣ୍ଡ ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ । ଯଦି ଲାଲୁଙ୍କୁ ତିନି ବର୍ଷରୁ କମ୍ ଦଣ୍ଡ ଦିଆଯାଏ ତେବେ ଲାଲୁ ଯାଦବଙ୍କୁ […]

ରାଞ୍ଚି : ଚାରା ଘୋଟାଲା ମାମଲାରେ ପୁଣି ଥରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଲାଲୁ ଯାଦବ। ଚାରା ଘୋଟାଲାର ପଞ୍ଚମ କେସରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଆରଜେଡି ସୁପ୍ରିମୋ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁପ୍ରସାଦ ଯାଦବ । ରାଞ୍ଚି ସ୍ଥିତ ସିବିଆଇର ସ୍ପେଶାଲ କୋର୍ଟ ଏହି ରାୟ ଦେଇଛନ୍ତି । କିନ୍ତୁ ବର୍ତ୍ତମାନ ସୁଦ୍ଧା ଦଣ୍ଡ ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ । ଯଦି ଲାଲୁଙ୍କୁ ତିନି ବର୍ଷରୁ କମ୍ ଦଣ୍ଡ ଦିଆଯାଏ ତେବେ ଲାଲୁ ଯାଦବଙ୍କୁ ଜାମିନ ମିଳିପାରିବ । କିନ୍ତୁ ଯଦି ତିନି ବର୍ଷରୁ ଅଧିକ ଦଣ୍ଡ ଦିଆଯାଏ ତେବେ ଲାଲୁପ୍ରସାଦ ଯାଦବଙ୍କୁ ପୁଣି ତରେ ଜେଲ ଯିବାକୁ ପଡ଼ିବ । ଏହା ପୂର୍ବରୁ ଲାଲୁପ୍ରସାଦ ଯାଦବଙ୍କୁ ଚାରା ଘୋଟାଲାରେ ଜଡିତ ଚାରୋଟି ମାମଲାରେ ୧୪ ବର୍ଷ ଦଣ୍ଡ ଦିଆଯାଇଥିଲା । ଏହା ସହିତ ତାଙ୍କୁ ୬୦ ଲକ୍ଷ ଜରିମାନା ମଧ୍ୟ ଦେବାକୁ ପଡ଼ିଥିଲା । ବର୍ତ୍ତମାନ ଲାଲୁ ପ୍ରସାଦ ଯାଦବ ଜାମିନରେ ଆସି ବାହାରେ ଅଛନ୍ତି । ଲାଲୁଙ୍କ ସହ ଆଉ 75ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ସିବିଆଇ ସ୍ପେଶାଲ କୋର୍ଟ ।

ଆହୁରି ପଢ଼ନ୍ତୁ: ସାମ୍ବାଦିକ ଛତ୍ରପତି ହତ୍ୟା ମାମଲାରେ ଡେରା ମୁଖ୍ୟ ରାମ ରହିମ ନିର୍ଦ୍ଦୋଷରେ ଖଲାସ, କିନ୍ତୁ ଜେଲରୁ ମିଳିବନି ମୁକ୍ତି

15 Feb 2022 By The Sakala

ଚାରା ଦୁର୍ନୀତିର ଅନ୍ୟ ଏକ ମାମଲାରେ ଲାଲୁ ଯାଦବ ଦୋଷୀ

ରାଞ୍ଚି : ଚାରା ଘୋଟାଲା ମାମଲାରେ ପୁଣି ଥରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଲାଲୁ ଯାଦବ। ଚାରା ଘୋଟାଲାର ପଞ୍ଚମ କେସରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଆରଜେଡି ସୁପ୍ରିମୋ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁପ୍ରସାଦ ଯାଦବ । ରାଞ୍ଚି ସ୍ଥିତ ସିବିଆଇର ସ୍ପେଶାଲ କୋର୍ଟ ଏହି ରାୟ ଦେଇଛନ୍ତି । କିନ୍ତୁ ବର୍ତ୍ତମାନ ସୁଦ୍ଧା ଦଣ୍ଡ ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ । ଯଦି ଲାଲୁଙ୍କୁ ତିନି ବର୍ଷରୁ କମ୍ ଦଣ୍ଡ ଦିଆଯାଏ ତେବେ ଲାଲୁ ଯାଦବଙ୍କୁ ଜାମିନ ମିଳିପାରିବ । କିନ୍ତୁ ଯଦି ତିନି ବର୍ଷରୁ ଅଧିକ ଦଣ୍ଡ ଦିଆଯାଏ ତେବେ ଲାଲୁପ୍ରସାଦ ଯାଦବଙ୍କୁ ପୁଣି ତରେ ଜେଲ ଯିବାକୁ ପଡ଼ିବ । ଏହା ପୂର୍ବରୁ ଲାଲୁପ୍ରସାଦ ଯାଦବଙ୍କୁ ଚାରା ଘୋଟାଲାରେ ଜଡିତ ଚାରୋଟି ମାମଲାରେ ୧୪ ବର୍ଷ ଦଣ୍ଡ ଦିଆଯାଇଥିଲା । ଏହା ସହିତ ତାଙ୍କୁ ୬୦ ଲକ୍ଷ ଜରିମାନା ମଧ୍ୟ ଦେବାକୁ ପଡ଼ିଥିଲା । ବର୍ତ୍ତମାନ ଲାଲୁ ପ୍ରସାଦ ଯାଦବ ଜାମିନରେ ଆସି ବାହାରେ ଅଛନ୍ତି । ଲାଲୁଙ୍କ ସହ ଆଉ 75ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ସିବିଆଇ ସ୍ପେଶାଲ କୋର୍ଟ ।

https://www.thesakala.in/national-international/lalu-yadav-is-guilty-in-another-case-of-fodder-corruption/article-9269
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର