ମିଜୋରାମ: ପଥର ଖଣିରେ ଭୟଙ୍କର ଭୂସ୍ଖଳନ, ୧୦ ମୃତ

The Sakala Picture
Published On

ନୂଆଦିଲ୍ଲୀ: ମିଜୋରାମର ଆଇଜୋଲ୍‌ ଜିଲ୍ଲାରେ ଭୟଙ୍କର ଭୂସ୍ଖଳନ। ଲଗାତର ବର୍ଷା ଯୋଗୁ ଭୁଶୁଡିଗଲା ପଥର ଖଣି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ନିଖୋଜ ଅଛନ୍ତି। ସୂଚନା ଅନୁଯାୟୀ, ଲଗାତର ବର୍ଷା ଯୋଗୁ ଆଇଜୋଲ ସହରର ଦକ୍ଷିଣ ବାହ୍ୟ ଅଞ୍ଚଳରେ ଥିବା ମେଲଥମ ଓ ହିଲମେନ୍‌ ମଧ୍ୟରେ ଏହି ଅଘଟଣ ଘଟିଛି। ପଥର ଖଣିରେ ଭୂସ୍ଖଳନ ପରେ ମାଟି ତଳୁ ୧୦ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେହିପରି ଦୁଇ ଜଣଙ୍କ ଜୀବନ୍ତ ଉଦ୍ଧାର […]

ନୂଆଦିଲ୍ଲୀ: ମିଜୋରାମର ଆଇଜୋଲ୍‌ ଜିଲ୍ଲାରେ ଭୟଙ୍କର ଭୂସ୍ଖଳନ। ଲଗାତର ବର୍ଷା ଯୋଗୁ ଭୁଶୁଡିଗଲା ପଥର ଖଣି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ନିଖୋଜ ଅଛନ୍ତି।

ଆହୁରି ପଢ଼ନ୍ତୁ: ଇରାନ ବିରୋଧରେ ଯୁଦ୍ଧ ମଇଦାନକୁ ଓହ୍ଲାଇଲା ଇସ୍ରାଏଲର ନୌସେନା, ଭୂମଧ୍ୟସାଗରରୁ ମାଡ଼ ହେଉଛି ମିସାଇଲ

ସୂଚନା ଅନୁଯାୟୀ, ଲଗାତର ବର୍ଷା ଯୋଗୁ ଆଇଜୋଲ ସହରର ଦକ୍ଷିଣ ବାହ୍ୟ ଅଞ୍ଚଳରେ ଥିବା ମେଲଥମ ଓ ହିଲମେନ୍‌ ମଧ୍ୟରେ ଏହି ଅଘଟଣ ଘଟିଛି। ପଥର ଖଣିରେ ଭୂସ୍ଖଳନ ପରେ ମାଟି ତଳୁ ୧୦ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେହିପରି ଦୁଇ ଜଣଙ୍କ ଜୀବନ୍ତ ଉଦ୍ଧାର କରାଯାଇଛି। ସମସ୍ତ ମୃତକ ଶ୍ରମିକ ବୋଲି ସୂଚନା ମିଳିଛି। ଏବେ ବି ଅନେକ ଲୋକେ ମାଟି ତଳେ ଦବି ରହିଛନ୍ତି। ସେମାନଙ୍କୁ ବାହାରକୁ ଆଣିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ପୁଲିସ କହିଛି। ତେବେ ସମଗ୍ର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଥିବା ଯୋଗୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି।

ଆହୁରି ପଢ଼ନ୍ତୁ: ଇସ୍ରାଏଲ୍-ଇରାନ୍ ଯୁଦ୍ଧ ମଧ୍ୟରେ ହୋରମୁଜ୍ ପ୍ରଣାଳୀକୁ ନେଇ ଇରାନର ବଡ଼ ଘୋଷଣା: ଜାହାଜଗୁଡ଼ିକ ଉପରେ ଲାଗିବ ଟ୍ରାଞ୍ଜିଟ୍ ଫି’

28 May 2024 By The Sakala

ମିଜୋରାମ: ପଥର ଖଣିରେ ଭୟଙ୍କର ଭୂସ୍ଖଳନ, ୧୦ ମୃତ

ନୂଆଦିଲ୍ଲୀ: ମିଜୋରାମର ଆଇଜୋଲ୍‌ ଜିଲ୍ଲାରେ ଭୟଙ୍କର ଭୂସ୍ଖଳନ। ଲଗାତର ବର୍ଷା ଯୋଗୁ ଭୁଶୁଡିଗଲା ପଥର ଖଣି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ନିଖୋଜ ଅଛନ୍ତି।

ସୂଚନା ଅନୁଯାୟୀ, ଲଗାତର ବର୍ଷା ଯୋଗୁ ଆଇଜୋଲ ସହରର ଦକ୍ଷିଣ ବାହ୍ୟ ଅଞ୍ଚଳରେ ଥିବା ମେଲଥମ ଓ ହିଲମେନ୍‌ ମଧ୍ୟରେ ଏହି ଅଘଟଣ ଘଟିଛି। ପଥର ଖଣିରେ ଭୂସ୍ଖଳନ ପରେ ମାଟି ତଳୁ ୧୦ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେହିପରି ଦୁଇ ଜଣଙ୍କ ଜୀବନ୍ତ ଉଦ୍ଧାର କରାଯାଇଛି। ସମସ୍ତ ମୃତକ ଶ୍ରମିକ ବୋଲି ସୂଚନା ମିଳିଛି। ଏବେ ବି ଅନେକ ଲୋକେ ମାଟି ତଳେ ଦବି ରହିଛନ୍ତି। ସେମାନଙ୍କୁ ବାହାରକୁ ଆଣିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ପୁଲିସ କହିଛି। ତେବେ ସମଗ୍ର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଥିବା ଯୋଗୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର