ଲୋକସଭା ନିର୍ବାଚନ: ବିଜେପି ଜାରି କଲା ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ନାଗପୁରରୁ ଲଢିବେ ନୀତିନ ଗଡ଼କରୀ

The Sakala Picture
Published On

ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ୨୦୨୪ ପାଇଁ  ବିଜେପି ଆଜି ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି। ଦ୍ବିତୀୟ ତାଲିକାରେ ୭୨ ଜଣଙ୍କ ନାଁ ରହିଛି । କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ହିମାଚଳର ହମିରପୁର ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି। ଅନ୍ୟ ପ୍ରାର୍ଥୀମାନେ ହେଲେ ଧାରୱାଡରୁ ପ୍ରହ୍ଲାଦ ଯୋଶୀ, ନାଗପୁରରୁ ନୀତିନ ଗଡକରୀ ଏବଂ କର୍ନାଲରୁ ମନୋହର ଲାଲ ଖଟ୍ଟର । ତେବେ ପ୍ରଥମ ତାଲିକା ଭଳି ଦ୍ବିତୀୟ ତାଲିକାରେ ବି ଓଡ଼ିଶାର କୌଣସି ପ୍ରାର୍ଥୀଙ୍କ ନାଁ […]

ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ୨୦୨୪ ପାଇଁ  ବିଜେପି ଆଜି ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି। ଦ୍ବିତୀୟ ତାଲିକାରେ ୭୨ ଜଣଙ୍କ ନାଁ ରହିଛି । କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ହିମାଚଳର ହମିରପୁର ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି। ଅନ୍ୟ ପ୍ରାର୍ଥୀମାନେ ହେଲେ ଧାରୱାଡରୁ ପ୍ରହ୍ଲାଦ ଯୋଶୀ, ନାଗପୁରରୁ ନୀତିନ ଗଡକରୀ ଏବଂ କର୍ନାଲରୁ ମନୋହର ଲାଲ ଖଟ୍ଟର । ତେବେ ପ୍ରଥମ ତାଲିକା ଭଳି ଦ୍ବିତୀୟ ତାଲିକାରେ ବି ଓଡ଼ିଶାର କୌଣସି ପ୍ରାର୍ଥୀଙ୍କ ନାଁ ନାହିଁ। ମୁମ୍ବାଇ ଉତ୍ତରରୁ ଲଢ଼ିବେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ ।

ଆହୁରି ପଢ଼ନ୍ତୁ: ତ୍ରିପୁରା ଡିଜିପି ଅନୁରାଗ ଧନଖରଙ୍କ ସନ୍ଦେହଜନକ ମୃତ୍ୟୁ: ପୋଲିସ ମୁଖ୍ୟାଳୟ ବାଥରୁମରୁ ମୃତଦେହ ଉଦ୍ଧାର

ଦିଲ୍ଲୀର ବାକି ଦୁଇଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ହର୍ଷ ମାଲହୋତ୍ରାଙ୍କୁ ପୂର୍ବ ଦିଲ୍ଲୀରୁ ଏବଂ ଯୋଗେନ୍ଦ୍ର ଚାନ୍ଦୋଲିଆଙ୍କୁ ଉତ୍ତର ପଶ୍ଚିମ ଦିଲ୍ଲୀରୁ ଟିକେଟ୍ ଦିଆଯାଇଛି। ସେହିପରି କଳାବେନ ଡେଲକରଙ୍କୁ ଦାଦ୍ରା ନଗର ହାବେଲିରୁ ଟିକେଟ ମିଳିଛି ।

ଆହୁରି ପଢ଼ନ୍ତୁ: ପ୍ରଶ୍ନପତ୍ର ଲିକକୁ ନେଇ କଡ଼ା ଆଇନ ଆଣିବେ କେନ୍ଦ୍ର ସରକାର, ଆସନ୍ତା ସପ୍ତାହରେ ସଂସଦରେ ଆସିବ ବିଲ୍

13 Mar 2024 By The Sakala

ଲୋକସଭା ନିର୍ବାଚନ: ବିଜେପି ଜାରି କଲା ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ନାଗପୁରରୁ ଲଢିବେ ନୀତିନ ଗଡ଼କରୀ

ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ୨୦୨୪ ପାଇଁ  ବିଜେପି ଆଜି ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି। ଦ୍ବିତୀୟ ତାଲିକାରେ ୭୨ ଜଣଙ୍କ ନାଁ ରହିଛି । କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ହିମାଚଳର ହମିରପୁର ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି। ଅନ୍ୟ ପ୍ରାର୍ଥୀମାନେ ହେଲେ ଧାରୱାଡରୁ ପ୍ରହ୍ଲାଦ ଯୋଶୀ, ନାଗପୁରରୁ ନୀତିନ ଗଡକରୀ ଏବଂ କର୍ନାଲରୁ ମନୋହର ଲାଲ ଖଟ୍ଟର । ତେବେ ପ୍ରଥମ ତାଲିକା ଭଳି ଦ୍ବିତୀୟ ତାଲିକାରେ ବି ଓଡ଼ିଶାର କୌଣସି ପ୍ରାର୍ଥୀଙ୍କ ନାଁ ନାହିଁ। ମୁମ୍ବାଇ ଉତ୍ତରରୁ ଲଢ଼ିବେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ ।

ଦିଲ୍ଲୀର ବାକି ଦୁଇଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ହର୍ଷ ମାଲହୋତ୍ରାଙ୍କୁ ପୂର୍ବ ଦିଲ୍ଲୀରୁ ଏବଂ ଯୋଗେନ୍ଦ୍ର ଚାନ୍ଦୋଲିଆଙ୍କୁ ଉତ୍ତର ପଶ୍ଚିମ ଦିଲ୍ଲୀରୁ ଟିକେଟ୍ ଦିଆଯାଇଛି। ସେହିପରି କଳାବେନ ଡେଲକରଙ୍କୁ ଦାଦ୍ରା ନଗର ହାବେଲିରୁ ଟିକେଟ ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର