ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ, ୧୨ରାଜ୍ୟର ୯୪ଟି ଆସନରେ ହେବ ଭୋଟ୍ ଗ୍ରହଣ

The Sakala Picture
Published On

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ପାଇଁ ପ୍ରଚାର ଜାରି ରହିଛି। ଅନ୍ୟପକ୍ଷରେ ମଙ୍ଗଳବାର ୧୨ଟି ରାଜ୍ୟର ୯୪ଟି ଲୋକସଭା ଆସନ ପାଇଁ ତୃତୀୟ ପର୍ଯ୍ୟାୟ ମତଦାନ ହେବ। ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୧୦୨ ଟି ଆସନ ଏବଂ ଦ୍ୱିତୀୟ ପର୍ୟ୍ୟାୟରେ ୮୮ ଟି ଆସନ ପାଇଁ ମତଦାନ ହୋଇଥିଲା । ତୃତୀୟ ପର୍ଯ୍ୟାୟ ପରେ ଦେଶର ୨୮୪ ଟି ଆସନ ମଧ୍ୟରୁ ଅଧାରୁ ଅଧିକ ଆସନରେ ମତଦାନ ଶେଷ ହୋଇଯିବ । ଏହି ୯୪ ଆସନ […]

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ପାଇଁ ପ୍ରଚାର ଜାରି ରହିଛି। ଅନ୍ୟପକ୍ଷରେ ମଙ୍ଗଳବାର ୧୨ଟି ରାଜ୍ୟର ୯୪ଟି ଲୋକସଭା ଆସନ ପାଇଁ ତୃତୀୟ ପର୍ଯ୍ୟାୟ ମତଦାନ ହେବ। ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୧୦୨ ଟି ଆସନ ଏବଂ ଦ୍ୱିତୀୟ ପର୍ୟ୍ୟାୟରେ ୮୮ ଟି ଆସନ ପାଇଁ ମତଦାନ ହୋଇଥିଲା । ତୃତୀୟ ପର୍ଯ୍ୟାୟ ପରେ ଦେଶର ୨୮୪ ଟି ଆସନ ମଧ୍ୟରୁ ଅଧାରୁ ଅଧିକ ଆସନରେ ମତଦାନ ଶେଷ ହୋଇଯିବ । ଏହି ୯୪ ଆସନ ମଧ୍ୟରୁ ଗୁଜରାଟର ୨୫ଟି, କର୍ଣ୍ଣାଟକର ୧୪ଟି ଓ ମହାରାଷ୍ଟ୍ରର ୧୧ଟି ଆସନରେ ମତଦାନ ହେବ।

ଆହୁରି ପଢ଼ନ୍ତୁ: ‘ମୁଁ ଖାଲି କାହିଁକି ଗାଳି ଶୁଣିବି? ଯିଏ ଖରାପ କାମ କରିବ ସିଏ ଗାଳି ଶୁଣିବା ଉଚିତ'; କ'ଣ ପାଇଁ ଏମିତି କହିଲେ ନୀତିନ ଗଡ଼କରୀ...

Join Us @ WhatsApp

About The Author

Google News
Join Us @ WhatsApp