ଲୋକସଭା ବାଚସ୍ପତି ଓମ୍‌ ବିର୍ଲା କରୋନା ଆକ୍ରାନ୍ତ

The Sakala Picture
Published On

ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ଓମ୍‌ ବିର୍ଲା କରୋନାରେ ସଂକ୍ରମିତ ହୋଇଛନ୍ତି। ଗତ ୧୯ ତାରିଖରେ ତାଙ୍କ କୋଭିଡ-୧୯ ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ରବିବାର ଦିଲ୍ଲୀ ଏମ୍‌ସ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି। ସୂଚନା ଅନୁଯାୟୀ,୧୯ ମାର୍ଚ୍ଚରେ ତାଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା ଏବଂ ୨୦ ମାର୍ଚ୍ଚରେ ସେ ଏମ୍‌ସ କୋଭିଡ୍ ସେଣ୍ଟର ଅଫ୍ ସର୍ଭିଲାନ୍ସରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁଯାୟୀ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।

ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ଓମ୍‌ ବିର୍ଲା କରୋନାରେ ସଂକ୍ରମିତ ହୋଇଛନ୍ତି। ଗତ ୧୯ ତାରିଖରେ ତାଙ୍କ କୋଭିଡ-୧୯ ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ରବିବାର ଦିଲ୍ଲୀ ଏମ୍‌ସ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି।

ଆହୁରି ପଢ଼ନ୍ତୁ: ସେନାକୁ ତ୍ରୁଟିପୂର୍ଣ୍ଣ ଗୋଳାବାରୁଦ ଯୋଗାଣ ଯୋଗୁଁ ୬୨.୧୦ କୋଟି କ୍ଷତି, 'ଧନୁଷ' ପ୍ରକଳ୍ପ ବିଳମ୍ବ ନେଇ PAC ର ଉଦ୍‌ବେଗ

ସୂଚନା ଅନୁଯାୟୀ,୧୯ ମାର୍ଚ୍ଚରେ ତାଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା ଏବଂ ୨୦ ମାର୍ଚ୍ଚରେ ସେ ଏମ୍‌ସ କୋଭିଡ୍ ସେଣ୍ଟର ଅଫ୍ ସର୍ଭିଲାନ୍ସରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁଯାୟୀ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।

ଆହୁରି ପଢ଼ନ୍ତୁ: ସିକ୍କିମ ଟନେଲ ଦୁର୍ଘଟଣା: ୨୨ ଜଣଙ୍କ ମୃତଦେହ ଉଦ୍ଧାର, ୩ ନିଖୋଜ ଶ୍ରମିକଙ୍କ ପାଇଁ ଖୋଜାଖୋଜି ଜାରି

21 Mar 2021 By The Sakala

ଲୋକସଭା ବାଚସ୍ପତି ଓମ୍‌ ବିର୍ଲା କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ଓମ୍‌ ବିର୍ଲା କରୋନାରେ ସଂକ୍ରମିତ ହୋଇଛନ୍ତି। ଗତ ୧୯ ତାରିଖରେ ତାଙ୍କ କୋଭିଡ-୧୯ ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ରବିବାର ଦିଲ୍ଲୀ ଏମ୍‌ସ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି।

ସୂଚନା ଅନୁଯାୟୀ,୧୯ ମାର୍ଚ୍ଚରେ ତାଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା ଏବଂ ୨୦ ମାର୍ଚ୍ଚରେ ସେ ଏମ୍‌ସ କୋଭିଡ୍ ସେଣ୍ଟର ଅଫ୍ ସର୍ଭିଲାନ୍ସରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁଯାୟୀ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର