ଅଟୋ ଓ ବସ୍‌ ମୁହାଁମୁହିଁ ଧକ୍କା, ୧୨ ଅଙ୍ଗନବାଡ଼ି କର୍ମୀ ସମେତ ଅଟୋ ଚାଳକ ମୃତ

The Sakala Picture
Published On

ଭୋପାଳ: ମଧ୍ୟପ୍ରଦେଶର ଗ୍ବାଲିୟରର ଛାଭନୀ ଥାନା ଅନ୍ତର୍ଗତ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଅଟୋ ଓ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।  ବସ୍‌ ଧକ୍କାରେ ଗୋଟିଏ ଯାତ୍ରୀବାହୀ ଅଟୋରେ ଥିବା ୧୨ ଅଙ୍ଗନୱାଡ଼ି କର୍ମୀଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହ୍ବାନ ଗଭୀର ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତାର ଘୋଷଣା କରିଛନ୍ତି। […]

ଭୋପାଳ: ମଧ୍ୟପ୍ରଦେଶର ଗ୍ବାଲିୟରର ଛାଭନୀ ଥାନା ଅନ୍ତର୍ଗତ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଅଟୋ ଓ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।  ବସ୍‌ ଧକ୍କାରେ ଗୋଟିଏ ଯାତ୍ରୀବାହୀ ଅଟୋରେ ଥିବା ୧୨ ଅଙ୍ଗନୱାଡ଼ି କର୍ମୀଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହ୍ବାନ ଗଭୀର ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତାର ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ଲଣ୍ଡନରେ ସିଜେଆଇ ସୂର୍ଯ୍ୟକାନ୍ତଙ୍କ କାର୍ଯ୍ୟକ୍ରମରେ ବିଶୃଙ୍ଖଳା: 'ଅଶୋଭନୀୟ ଆଚରଣ' କହି ନିନ୍ଦା କଲା ଭାରତୀୟ ହାଇକମିଶନ

ସୂଚନା ଅନୁସାରେ,  ୧୨ ଜଣ ଅଙ୍ଗନୱାଡ଼ି କର୍ମୀ ଖାଦ୍ୟ ପ୍ରସ୍ତୁତ କରିବା ଲାଗି ଆସିଥିଲେ। କାମ ସରିବା ପରେ ସେମାନେ ୨ଟି ଅଟୋରେ ଘରକୁ ଫେରୁଥିଲେ। ରାସ୍ତାରେ ଗୋଟିଏ ଅଟୋ ଖରାପ ହୋଇଯାଇଥିଲା। ଫଳରେ ସମସ୍ତ ମହିଳା ଅନ୍ୟ ଅଟୋରେ ବସି ଘରକୁ ଯିବାକୁ ବାହାରିଥିଲେ। ଏହି ସମୟରେ ଏକ ବସ୍‌ ତାହାକୁ ଧକ୍କା ଦେଇଥିଲା। ଦୁର୍ଘଟଣା ଯୋଗୁ ଅଟୋଟି ପୂରା ଚୂରମାର ହୋଇଯାଇଥିଲା। ଘଟଣାସ୍ଥଳରେ ୯ ମହିଳାଙ୍କ ସହିତ ଅଟୋ ଚାଳକଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୩ ମହିଳାଙ୍କୁ ପୁଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରି ହସ୍ପିଟାଲ ନେଇଥିଲା। ମାତ୍ର ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ନିଟ୍ ପୁନଃ ପରୀକ୍ଷା: ପ୍ରଶ୍ନପତ୍ର ସୁରକ୍ଷା ପାଇଁ ବାୟୁସେନାର MI-17 ହେଲିକପ୍ଟର ମୁତୟନ, ୧୮ଟି ସ୍ଥାନରୁ ହେବ ଏୟାରଲିଫ୍ଟ

23 Mar 2021 By The Sakala

ଅଟୋ ଓ ବସ୍‌ ମୁହାଁମୁହିଁ ଧକ୍କା, ୧୨ ଅଙ୍ଗନବାଡ଼ି କର୍ମୀ ସମେତ ଅଟୋ ଚାଳକ ମୃତ

ଭୋପାଳ: ମଧ୍ୟପ୍ରଦେଶର ଗ୍ବାଲିୟରର ଛାଭନୀ ଥାନା ଅନ୍ତର୍ଗତ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଅଟୋ ଓ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।  ବସ୍‌ ଧକ୍କାରେ ଗୋଟିଏ ଯାତ୍ରୀବାହୀ ଅଟୋରେ ଥିବା ୧୨ ଅଙ୍ଗନୱାଡ଼ି କର୍ମୀଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହ୍ବାନ ଗଭୀର ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତାର ଘୋଷଣା କରିଛନ୍ତି।

ସୂଚନା ଅନୁସାରେ,  ୧୨ ଜଣ ଅଙ୍ଗନୱାଡ଼ି କର୍ମୀ ଖାଦ୍ୟ ପ୍ରସ୍ତୁତ କରିବା ଲାଗି ଆସିଥିଲେ। କାମ ସରିବା ପରେ ସେମାନେ ୨ଟି ଅଟୋରେ ଘରକୁ ଫେରୁଥିଲେ। ରାସ୍ତାରେ ଗୋଟିଏ ଅଟୋ ଖରାପ ହୋଇଯାଇଥିଲା। ଫଳରେ ସମସ୍ତ ମହିଳା ଅନ୍ୟ ଅଟୋରେ ବସି ଘରକୁ ଯିବାକୁ ବାହାରିଥିଲେ। ଏହି ସମୟରେ ଏକ ବସ୍‌ ତାହାକୁ ଧକ୍କା ଦେଇଥିଲା। ଦୁର୍ଘଟଣା ଯୋଗୁ ଅଟୋଟି ପୂରା ଚୂରମାର ହୋଇଯାଇଥିଲା। ଘଟଣାସ୍ଥଳରେ ୯ ମହିଳାଙ୍କ ସହିତ ଅଟୋ ଚାଳକଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୩ ମହିଳାଙ୍କୁ ପୁଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରି ହସ୍ପିଟାଲ ନେଇଥିଲା। ମାତ୍ର ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର