ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ; ୪ମୃତ, ୧ ଗୁରୁତର

The Sakala Picture
Published On

ମୁମ୍ବାଇ: ମହାରାଷ୍ଟ୍ରର ରତ୍ନାଗିରି ଜିଲ୍ଲା ଶିଳ୍ପାଞ୍ଚଳର ଏକ ରାସାୟନିକ କାରଖାନାରେ ଶନିବାର ବିସ୍ଫୋରଣ ପରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ସମୟରେ କାରଖାନାରେ ୪୦ ରୁ ୫୦ ଜଣ ଲୋକ ଫସି ରହିଥିବା ବେଳେ ସମସ୍ତଙ୍କୁ ଉଦ୍ଧାର କରାଯଇଛି। Maharashtra: 4 people died and 1 critically injured in an explosion at a chemical factory in […]

ମୁମ୍ବାଇ: ମହାରାଷ୍ଟ୍ରର ରତ୍ନାଗିରି ଜିଲ୍ଲା ଶିଳ୍ପାଞ୍ଚଳର ଏକ ରାସାୟନିକ କାରଖାନାରେ ଶନିବାର ବିସ୍ଫୋରଣ ପରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ସମୟରେ କାରଖାନାରେ ୪୦ ରୁ ୫୦ ଜଣ ଲୋକ ଫସି ରହିଥିବା ବେଳେ ସମସ୍ତଙ୍କୁ ଉଦ୍ଧାର କରାଯଇଛି।

ଆହୁରି ପଢ଼ନ୍ତୁ: ହରିୟାଣାର ଯମୁନା ନଦୀରେ ଓଲଟିଲା ସେନା ଡଙ୍ଗା: ୨ ସ୍ପେଶାଲ ଫୋର୍ସ ଯବାନ ନିଖୋଜ

ରତ୍ନାଗିରି ଫାୟାର ବ୍ରିଗେଡରୁ ମିଳିଥିବା ସୂଚନା ଅନୁଯାୟୀ, ବିସ୍ଫୋରଣ ପରେ ଏହି ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତି ଓ ଗୁରୁତର ଭାବେ ପୋଡି ଯାଇଥିବା ବ୍ଯକ୍ତିଙ୍କୁ ଉଦ୍ଧାର କରାଯାଇ ରତ୍ନଗିରି ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀର ୮ଟି ଗାଡି ପହଞ୍ଚି ନଆଁକୁ ଆୟତ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର