ମହାରାଷ୍ଟ୍ରରେ ବଢିଲା ଲକଡାଉନ ଅବଧି: ଜୁନ୍ ୧ ଯାଏ କଟକଣା ବଳବତ୍ତର, ବାହାରୁ ଆସିଲେ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

The Sakala Picture
Published On

ମୁମ୍ବାଇ: କରୋନା ସଂକ୍ରମଣ ଚେନରେ ବ୍ରେକ ଲଗାଇବା ପାଇଁ ବିଭିନ୍ନ ରାଜ୍ୟ ଲକଡାଉନ ଘୋଷଣା କରିଛନ୍ତି । ମହାରାଷ୍ଟ୍ରରେ ଲକଡାଉନ ଅବଧିକୁ ପୁଣି ବୃଦ୍ଧି କରାଯାଇଛି। ଆସନ୍ତା ଜୁନ୍ ୧ ତାରିଖ ଯାଏ ଲକଡାଉନ୍ କଟକଣା ବଳବତ୍ତର ରହିବ ବୋଲି ମହାରାଷ୍ଟ୍ର ସରକାର କହିଛନ୍ତି। Maharashtra Government extends the current COVID19 restrictions in the state till 7am on 1st June, to fight COVID19; negative RT-PCR report mandatory for […]

ମୁମ୍ବାଇ: କରୋନା ସଂକ୍ରମଣ ଚେନରେ ବ୍ରେକ ଲଗାଇବା ପାଇଁ ବିଭିନ୍ନ ରାଜ୍ୟ ଲକଡାଉନ ଘୋଷଣା କରିଛନ୍ତି । ମହାରାଷ୍ଟ୍ରରେ ଲକଡାଉନ ଅବଧିକୁ ପୁଣି ବୃଦ୍ଧି କରାଯାଇଛି। ଆସନ୍ତା ଜୁନ୍ ୧ ତାରିଖ ଯାଏ ଲକଡାଉନ୍ କଟକଣା ବଳବତ୍ତର ରହିବ ବୋଲି ମହାରାଷ୍ଟ୍ର ସରକାର କହିଛନ୍ତି।

ଆହୁରି ପଢ଼ନ୍ତୁ: ଚାକିରି ନାଁରେ ବିଦେଶରେ ‘ସାଇବର ଦାସତ୍ୱ’: ଯୁବକଙ୍କୁ ବିକ୍ରି କରୁଥିବା ‘ଅଲି ବାବା’ ସହ ୨ ଦଲାଲ ଗିରଫ

ମହାରାଷ୍ଟ୍ରକୁ ଆସିଲେ ଏଣିକି ଆରଟିପିସିଆର ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ  କରାଯାଇଛି। ୪୮ ଘଣ୍ଟା ଭିତରେ ଟେଷ୍ଟ ରିପୋର୍ଟ ଥିଲେ ପ୍ରବେଶ ଅନୁମତି ମିଳିବ। ମାଲ ଗାଡ଼ିରେ ୨ ଜଣରୁ ଅଧିକ ଯାଇ ପାରିବେ ନାହିଁ । ଅତ୍ୟାବଶ୍ୟକ ସେବା ପୂର୍ବ ଭଳି ଜାରି ରହିବ ବୋଲି କୁହାଯାଇଛି।

13 May 2021 By The Sakala

ମହାରାଷ୍ଟ୍ରରେ ବଢିଲା ଲକଡାଉନ ଅବଧି: ଜୁନ୍ ୧ ଯାଏ କଟକଣା ବଳବତ୍ତର, ବାହାରୁ ଆସିଲେ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

ମୁମ୍ବାଇ: କରୋନା ସଂକ୍ରମଣ ଚେନରେ ବ୍ରେକ ଲଗାଇବା ପାଇଁ ବିଭିନ୍ନ ରାଜ୍ୟ ଲକଡାଉନ ଘୋଷଣା କରିଛନ୍ତି । ମହାରାଷ୍ଟ୍ରରେ ଲକଡାଉନ ଅବଧିକୁ ପୁଣି ବୃଦ୍ଧି କରାଯାଇଛି। ଆସନ୍ତା ଜୁନ୍ ୧ ତାରିଖ ଯାଏ ଲକଡାଉନ୍ କଟକଣା ବଳବତ୍ତର ରହିବ ବୋଲି ମହାରାଷ୍ଟ୍ର ସରକାର କହିଛନ୍ତି।

ମହାରାଷ୍ଟ୍ରକୁ ଆସିଲେ ଏଣିକି ଆରଟିପିସିଆର ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ  କରାଯାଇଛି। ୪୮ ଘଣ୍ଟା ଭିତରେ ଟେଷ୍ଟ ରିପୋର୍ଟ ଥିଲେ ପ୍ରବେଶ ଅନୁମତି ମିଳିବ। ମାଲ ଗାଡ଼ିରେ ୨ ଜଣରୁ ଅଧିକ ଯାଇ ପାରିବେ ନାହିଁ । ଅତ୍ୟାବଶ୍ୟକ ସେବା ପୂର୍ବ ଭଳି ଜାରି ରହିବ ବୋଲି କୁହାଯାଇଛି।

https://www.thesakala.in/national-international/maharashtra-government-extends-the-current-covid19-restrictions-in-the-state-till-7am-on-1st-june/article-2147
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର