ଆଜି ମହାରାଷ୍ଟ୍ର ଓ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବାଜିବ ବିଗୁଲ

The Sakala Picture
Published On

ନୂଆଦିଲ୍ଲୀ: ଆଜି ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବାଜିବ ବିଗୁଲ । ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରାଯିବ। ଆଜି ଅପରାହ୍ନ ୩.୩୦ରେ ରେ ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ତାରିଖ ଘୋଷଣା କରିବେ। ନିର୍ବାଚନ କେତେ ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଏବଂ କେମିତି ଏହାର ପ୍ରସ୍ତୁତି ଚାଲିଛି ଏ ନେଇ ସୂଚନା ଦେବେ ନିର୍ବାଚନ କମିଶନ। ତେବେ ମହାରାଷ୍ଟ୍ର ବିଧାନସଭାର କାର୍ଯ୍ୟାକାଳ ୨୬ ନଭେମ୍ବରରେ ଶେଷ ହେଉଥିବା […]

ନୂଆଦିଲ୍ଲୀ: ଆଜି ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବାଜିବ ବିଗୁଲ । ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରାଯିବ। ଆଜି ଅପରାହ୍ନ ୩.୩୦ରେ ରେ ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ତାରିଖ ଘୋଷଣା କରିବେ। ନିର୍ବାଚନ କେତେ ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଏବଂ କେମିତି ଏହାର ପ୍ରସ୍ତୁତି ଚାଲିଛି ଏ ନେଇ ସୂଚନା ଦେବେ ନିର୍ବାଚନ କମିଶନ। ତେବେ ମହାରାଷ୍ଟ୍ର ବିଧାନସଭାର କାର୍ଯ୍ୟାକାଳ ୨୬ ନଭେମ୍ବରରେ ଶେଷ ହେଉଥିବା ବେଳେ ଝାଡଖଣ୍ଡ ବିଧାନସଭାର କାର୍ଯ୍ୟାକାଳ ଆସନ୍ତା ବର୍ଷ ଜାନୁୟାରୀ ୫ ରେ ଶେଷ ହେବ।

ଆହୁରି ପଢ଼ନ୍ତୁ: ଇରାନ ସହ ତିକ୍ତତା ମଧ୍ୟରେ ୨୫୦ ଦିନର ଲମ୍ବା ମିଶନ ପରେ ଥାଇଲାଣ୍ଡରେ ପହଞ୍ଚିଲା ଆମେରିକୀୟ ଯୁଦ୍ଧପୋତ 'ୟୁଏସଏସ ଅବ୍ରାହମ ଲିଙ୍କନ'

ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ନିର୍ବାଚନ ସହ ଜଡିତ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କିଛି ସମୟ ପୂର୍ବରୁ ନିର୍ବାଚନ ଆୟୋଗ ଦଳ ଉଭୟ ରାଜ୍ୟ ଗସ୍ତ କରିଥିଲେ। ଏହି ସମୟ ମଧ୍ୟରେ ସେ ନିର୍ବାଚନ ପାଇଁ ପ୍ରସ୍ତୁତିର ଆକଳନ କରିଥିଲେ।

ଆହୁରି ପଢ଼ନ୍ତୁ: ୩ କୋଟିର ରାସ୍ତା ବର୍ଷାରେ ବେହାଲ୍: ଧସିଲା ୯୦ ଫୁଟ୍‌ର ପିଚ୍ ରାସ୍ତା, ବିଚ୍ଛିନ୍ନ ହେଲା ଯୋଗାଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର